ଓଡିଶା ହକି ଚମ୍ପିୟାନସିପ ପ୍ରତିଯୋଗିତା ରେ ଭାଗ ନେବା ନିମନ୍ତେ କନ୍ଧମାଳ ଟିମ ର ଭୁବନେଶ୍ୱର ଗସ୍ତ

Udaya_Labanya | September 13, 2022 | 9 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
ସୋମବାର କନ୍ଧମାଳ ଜ଼ିଲ୍ଲା ର ପୁରୁଷ ହକି ଟିମ ଓଡିଶା ହକି ଚମ୍ପିୟାନସିପ ପ୍ରତିଯୋଗିତା ରେ ଭାଗ ନେବା ନିମନ୍ତେ ନକୁଳ ପ୍ରଧାନ ଙ୍କ ନେତୃତ୍ୱ ରେ 16 ଜଣ ସଦ୍ୟସ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି 1କୋଚ ଭାବରେ ସାମନ୍ତ ବିଶୋଇ ଓ ମ୍ୟାନେଜେର ଭାବରେ ସିଦ୍ଧାନ୍ତ କୁମାର ପ୍ରଧାନ ଦଳ ସହ ଯାତ୍ରା କରିଛନ୍ତି 1ଜ଼ିଲ୍ଲା କ୍ରୀଡ଼ା ଅଧିକାରୀ ଜିତେନ୍ଦ୍ର କୁମାର ମହାକୁଡ଼, ଆଶାରାମ ହାଁସଦା ଧନୁତିର ପ୍ରଶିକ୍ଷକ, ଫୂଟବଲ ପ୍ରଶିକ୍ଷକ ଯୋଶପାଲ ଉର୍ମା, ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ର ସହ କର୍ମୀ ସତ୍ୟବାନ ଦଳବେହେରା ପ୍ରମୁଖ ଖେଳାଳି ମାନଙ୍କୁ ପ୍ରତିଯୋଗୀତା ରେ ଭଲ ଖେଳି ଚାମିୟାନ ହେବା ପାଇଁ ଉଚ୍ଛାହିତ କରିଥିଲେ 1

Share this
  •  
  •  
  •  
  •  
  •  
  •  
  •  

Related Posts

ପ୍ରଶାସନ ର ହସ୍ତକ୍ଷେପ ପରେ ବିବାଦ ତୁଟିଲା,…

Udaya_Labanya | September 24, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ପ୍ରଶାସନ ର ହସ୍ତକ୍ଷେପ ପରେ ଦାରିଂବାଡ଼ି ଚାରିଛକ ଠାରେ ଦୁର୍ଗାମଣ୍ଡପ ସ୍ଥାନ କୁ ନେଇ ଦୀର୍ଘ ବର୍ଷ ଧରି ଲାଗିରହିଥିବା ବିବାଦ ର ସମାଧାନ ହୋଇଛି lସେଠାରେ ପ୍ରଶାସନ ପକ୍ଷରୁ ଏକ ବିଶ୍ରାମଗାର ନିର୍ମାଣ କୁ ନେଇ…

ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତ କୁ ୨…

Udaya_Labanya | September 24, 2022 | 5 views | 0

ଫୁଲବାଣୀ (ଉଲ୍ଲାପ୍ର )ଏକ୩ ବର୍ଷ ର ନାବାଳିକା ଦୁଷ୍କର୍ମ ମାମଲା ରେ ୧୨ ଜଣ ଙ୍କ ସାଖ୍ୟ ପ୍ରମାଣ,ପୋଲିସ ରିପୋର୍ଟ କୁ ଭିତ୍ତି କରି ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକସ୍କୋ କୋର୍ଟ ବିଚାର ପତି ସଂଜିତ କୁମାର…

Leave a Reply

Your email address will not be published. Required fields are marked *

Archives

Categories