#Breaking News

ଓଡିଶା ହକି ଚମ୍ପିୟାନସିପ ପ୍ରତିଯୋଗିତା ରେ ଭାଗ ନେବା ନିମନ୍ତେ କନ୍ଧମାଳ ଟିମ ର ଭୁବନେଶ୍ୱର ଗସ୍ତ


ଫୁଲବାଣୀ (ସୁନୀଲ ପଟନାୟକ )
ସୋମବାର କନ୍ଧମାଳ ଜ଼ିଲ୍ଲା ର ପୁରୁଷ ହକି ଟିମ ଓଡିଶା ହକି ଚମ୍ପିୟାନସିପ ପ୍ରତିଯୋଗିତା ରେ ଭାଗ ନେବା ନିମନ୍ତେ ନକୁଳ ପ୍ରଧାନ ଙ୍କ ନେତୃତ୍ୱ ରେ 16 ଜଣ ସଦ୍ୟସ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି 1କୋଚ ଭାବରେ ସାମନ୍ତ ବିଶୋଇ ଓ ମ୍ୟାନେଜେର ଭାବରେ ସିଦ୍ଧାନ୍ତ କୁମାର ପ୍ରଧାନ ଦଳ ସହ ଯାତ୍ରା କରିଛନ୍ତି 1ଜ଼ିଲ୍ଲା କ୍ରୀଡ଼ା ଅଧିକାରୀ ଜିତେନ୍ଦ୍ର କୁମାର ମହାକୁଡ଼, ଆଶାରାମ ହାଁସଦା ଧନୁତିର ପ୍ରଶିକ୍ଷକ, ଫୂଟବଲ ପ୍ରଶିକ୍ଷକ ଯୋଶପାଲ ଉର୍ମା, ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ର ସହ କର୍ମୀ ସତ୍ୟବାନ ଦଳବେହେରା ପ୍ରମୁଖ ଖେଳାଳି ମାନଙ୍କୁ ପ୍ରତିଯୋଗୀତା ରେ ଭଲ ଖେଳି ଚାମିୟାନ ହେବା ପାଇଁ ଉଚ୍ଛାହିତ କରିଥିଲେ 1

Leave a comment

Your email address will not be published. Required fields are marked *