ବର୍ଷା ଦିନରେ ଜଳ କଷ୍ଟ, ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

Udaya_Labanya | September 18, 2022 | 149 views |0 | Breaking News


ଫୁଲବାଣୀ(ସୁନୀଲ ପଟନାୟକ )
ବର୍ଷା ଦିନରେ ଜଳ କଷ୍ଟ l ଶୁଣିଲେ କାନକୁ ନିଶ୍ଚୟ ଅଡୁଆ ଲାଗିପାରେ ହେଲେ କଥାଟା ସତ l
ନିୟମିତ ପାଇପ ଯୋଗେ ପାଣି ନ ଆସିବା ଫଳରେ ଲୋକେପିଇବା ପାଣି ପାଇଁ ହନ୍ତସନ୍ତ ହେଲେ lଫଳରେ ଆଜି ସନ୍ଧ୍ୟାରେ ଆର ଟି ଓ ଅଫିସ ନିକଟ ଶଗଡ଼ିଆ ସାହି ଠାରେ ଲୋକେ ଗରା ମାଠିଆ ରଖି ରାସ୍ତା ଅବରୋଧ କରିଥିଲେ lଫଳରେ ଗମନା ଗମନ ବାଧା ପ୍ରାପ୍ତ ହୋଇଥିଲl
ଖବର ପାଇ ପୋଲିସ ଓ ପ୍ରଶାସନ ପହଂଚି ବୁଝା ସୁଝା କରିବାପରେ ରାସ୍ତା ଅବରୋଧ ହଟିଥିଲା l

Share this

Related Posts

ଦାବି ପୂରଣ ନେଇ ପାଚିକା ସଂଘ ର୍…

Udaya_Labanya | September 27, 2023 | 2 views |0

ଫୁଲବାଣୀ - (ସୁନୀଲ ପଟ୍ଟନାୟକ)ସରକାର ପାଚିକା ଓ ସହାୟିକା ମାନଙ୍କୁ ବିଭିନ୍ନ୍ ସମୟରେ ଦରମା ବୃଦ୍ଧି କରିବାକୁ ପ୍ରତିଶ୍ରୁତି ଦେଇ ପରବର୍ତ୍ତୀ ସମୟରେ ପ୍ରତାରଣା କରୁଥିବା ରୁ ପାଚିକା ସଂଘ ପକ୍ଷ୍ୟରୁ ଫୁଲବାଣୀ ଠାରେ ବିଭିନ୍ନ୍ ଦାବି ପୂରଣ ନେଇ ରାଲି…

କନକ କୁମାର ମାଝୀ ନୂତନ ଟାଉନ୍ ଥାନା…

Udaya_Labanya | September 27, 2023 | 7 views | 0

ଫୁଲବାଣୀ (ସୁନୀଲ ପଟ୍ଟନାୟକ)କନକ କୁମାର ମାଝୀ ଫୁଲବାଣୀ ଟାଉନ୍ ଥାନା ର୍ ନୂତନ ଥାନା ଅଧିକାରୀ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି l ଫଳରେ ବିଭିନ୍ନ୍ ସଂଗଠନ ପକ୍ଷରୁ ନୂତନ ଥାନା ଅଧିକାରୀ ମାଝୀ ଙ୍କୁ ସ୍ୱାଗତ୍ ସମ୍ବର୍ଦ୍ଧନା ଦିଆଯାଇଥିଲା lଗୃହ…

Leave a Reply

Your email address will not be published. Required fields are marked *

Archives

Categories