ବର୍ଷା ଦିନରେ ଜଳ କଷ୍ଟ, ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

Udaya_Labanya | September 18, 2022 | 10 views |0 | Breaking News


ଫୁଲବାଣୀ(ସୁନୀଲ ପଟନାୟକ )
ବର୍ଷା ଦିନରେ ଜଳ କଷ୍ଟ l ଶୁଣିଲେ କାନକୁ ନିଶ୍ଚୟ ଅଡୁଆ ଲାଗିପାରେ ହେଲେ କଥାଟା ସତ l
ନିୟମିତ ପାଇପ ଯୋଗେ ପାଣି ନ ଆସିବା ଫଳରେ ଲୋକେପିଇବା ପାଣି ପାଇଁ ହନ୍ତସନ୍ତ ହେଲେ lଫଳରେ ଆଜି ସନ୍ଧ୍ୟାରେ ଆର ଟି ଓ ଅଫିସ ନିକଟ ଶଗଡ଼ିଆ ସାହି ଠାରେ ଲୋକେ ଗରା ମାଠିଆ ରଖି ରାସ୍ତା ଅବରୋଧ କରିଥିଲେ lଫଳରେ ଗମନା ଗମନ ବାଧା ପ୍ରାପ୍ତ ହୋଇଥିଲl
ଖବର ପାଇ ପୋଲିସ ଓ ପ୍ରଶାସନ ପହଂଚି ବୁଝା ସୁଝା କରିବାପରେ ରାସ୍ତା ଅବରୋଧ ହଟିଥିଲା l

Share this
  •  
  •  
  •  
  •  
  •  
  •  
  •  

Related Posts

ପ୍ରଶାସନ ର ହସ୍ତକ୍ଷେପ ପରେ ବିବାଦ ତୁଟିଲା,…

Udaya_Labanya | September 24, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ପ୍ରଶାସନ ର ହସ୍ତକ୍ଷେପ ପରେ ଦାରିଂବାଡ଼ି ଚାରିଛକ ଠାରେ ଦୁର୍ଗାମଣ୍ଡପ ସ୍ଥାନ କୁ ନେଇ ଦୀର୍ଘ ବର୍ଷ ଧରି ଲାଗିରହିଥିବା ବିବାଦ ର ସମାଧାନ ହୋଇଛି lସେଠାରେ ପ୍ରଶାସନ ପକ୍ଷରୁ ଏକ ବିଶ୍ରାମଗାର ନିର୍ମାଣ କୁ ନେଇ…

ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତ କୁ ୨…

Udaya_Labanya | September 24, 2022 | 5 views | 0

ଫୁଲବାଣୀ (ଉଲ୍ଲାପ୍ର )ଏକ୩ ବର୍ଷ ର ନାବାଳିକା ଦୁଷ୍କର୍ମ ମାମଲା ରେ ୧୨ ଜଣ ଙ୍କ ସାଖ୍ୟ ପ୍ରମାଣ,ପୋଲିସ ରିପୋର୍ଟ କୁ ଭିତ୍ତି କରି ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକସ୍କୋ କୋର୍ଟ ବିଚାର ପତି ସଂଜିତ କୁମାର…

Leave a Reply

Your email address will not be published. Required fields are marked *

Archives

Categories