ବିଭିନ୍ନ ଦାବୀ ପୂରଣ ନେଇ ରାଜ୍ୟ ସଭା ସାଂସଦ ଙ୍କୁ ଦାବୀ ପତ୍ର

Udaya_Labanya | September 18, 2022 | 16 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
ବିଭିନ୍ନ ଦାବୀ ପୂରଣ ନେଇ ରବିବାର ରାଜ୍ୟ ସଭା ସାଂସଦ ମୁନ୍ନା ଖାଁ ଙ୍କୁ କଳିଙ୍ଗା ଠାରେ ବିଶପ ଡ଼ଃ. ଦିଲ୍ଲୀପ କୁମାର ବଳ ଙ୍କ ନେତୃତ୍ୱରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା l
ମାଇନରୀଟି କମିଶନ ଓ ମାଇନରୀଟି
ଫାଇନାନସିଆଲ କର୍ପୋରେସନ ରୁ ସଂଖ୍ୟା ଲଘୁ ପିଲାମାନଙ୍କୁ ସ୍କଲାରସିପ ପ୍ରଦାନ କରିବା ଲାଗି କୁହାଯାଇଥିଲା lଏହା ଦ୍ୱାରା ଲକ୍ଷ ଲକ୍ଷ ଛାତ୍ର ଛାତ୍ରୀ ବେଶ ଉପକୃତ ହୋଇପାରନ୍ତେ ବୋଲି କୁହା ଯାଇଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ପ୍ରଶାସନ ର ହସ୍ତକ୍ଷେପ ପରେ ବିବାଦ ତୁଟିଲା,…

Udaya_Labanya | September 24, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ପ୍ରଶାସନ ର ହସ୍ତକ୍ଷେପ ପରେ ଦାରିଂବାଡ଼ି ଚାରିଛକ ଠାରେ ଦୁର୍ଗାମଣ୍ଡପ ସ୍ଥାନ କୁ ନେଇ ଦୀର୍ଘ ବର୍ଷ ଧରି ଲାଗିରହିଥିବା ବିବାଦ ର ସମାଧାନ ହୋଇଛି lସେଠାରେ ପ୍ରଶାସନ ପକ୍ଷରୁ ଏକ ବିଶ୍ରାମଗାର ନିର୍ମାଣ କୁ ନେଇ…

ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତ କୁ ୨…

Udaya_Labanya | September 24, 2022 | 5 views | 0

ଫୁଲବାଣୀ (ଉଲ୍ଲାପ୍ର )ଏକ୩ ବର୍ଷ ର ନାବାଳିକା ଦୁଷ୍କର୍ମ ମାମଲା ରେ ୧୨ ଜଣ ଙ୍କ ସାଖ୍ୟ ପ୍ରମାଣ,ପୋଲିସ ରିପୋର୍ଟ କୁ ଭିତ୍ତି କରି ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକସ୍କୋ କୋର୍ଟ ବିଚାର ପତି ସଂଜିତ କୁମାର…

Leave a Reply

Your email address will not be published. Required fields are marked *

Archives

Categories