ବିଦ୍ୟାଳୟ ସ୍ତରୀୟ ସ୍ୱାସ୍ଥ୍ୟ ଓ ଜୀବନ କୌଶଳ ଶିକ୍ଷା ପ୍ରଶିକ୍ଷଣ

Udaya_Labanya | September 21, 2022 | 15 views |1 | Breaking News


ଫୁଲବାଣୀ -20/09(ସୁନୀଲ ପଟନାୟକ )
ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲା ର ମଙ୍ଗଳ ବିଭାଗ ଅଧୀନ ସମସ୍ତ ପ୍ରଧାନ ଶିକ୍ଷକ /ଶିକ୍ଷୟତ୍ରୀ ଙ୍କୁ ନେଇ ବିଦ୍ୟାଳୟ ସ୍ତରରେ ସ୍ୱାସ୍ଥ୍ୟ ଓ ଜୀବନ କୌଶଳ ଶିକ୍ଷା ସମ୍ବଧିତ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିଲା l
ଛାତ୍ରଛାତ୍ରୀ ମନେ ସୁସ୍ଥ ରହିବା ସହ ଜୀବନ କୁ ସୁନ୍ଦର ଭାବରେ ଗଢିତୋଳିବା ସମ୍ପର୍କରେ ପ୍ରଶିକ୍ଷଣ ଦିଆଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଧିକାରୀ ଡ଼. ମନୋଜ ଉପାଧ୍ୟାୟ, ଜିଲ୍ଲାମଙ୍ଗଳ ଅଧିକାରୀ ସିମାଞ୍ଚଳ ବେହେରା, ଫୁଲବାଣୀ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ନରେଶ ଶବର, ଙ୍କ ସମେତ ଜିଲାର ଅନେକ ବରିଷ୍ଠ ଅଧିକାରି ମନେ ଉପସ୍ଥିତ ଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 5 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories