#Breaking News

ବିଦ୍ୟାଳୟ ସ୍ତରୀୟ ସ୍ୱାସ୍ଥ୍ୟ ଓ ଜୀବନ କୌଶଳ ଶିକ୍ଷା ପ୍ରଶିକ୍ଷଣ


ଫୁଲବାଣୀ -20/09(ସୁନୀଲ ପଟନାୟକ )
ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲା ର ମଙ୍ଗଳ ବିଭାଗ ଅଧୀନ ସମସ୍ତ ପ୍ରଧାନ ଶିକ୍ଷକ /ଶିକ୍ଷୟତ୍ରୀ ଙ୍କୁ ନେଇ ବିଦ୍ୟାଳୟ ସ୍ତରରେ ସ୍ୱାସ୍ଥ୍ୟ ଓ ଜୀବନ କୌଶଳ ଶିକ୍ଷା ସମ୍ବଧିତ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିଲା l
ଛାତ୍ରଛାତ୍ରୀ ମନେ ସୁସ୍ଥ ରହିବା ସହ ଜୀବନ କୁ ସୁନ୍ଦର ଭାବରେ ଗଢିତୋଳିବା ସମ୍ପର୍କରେ ପ୍ରଶିକ୍ଷଣ ଦିଆଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଧିକାରୀ ଡ଼. ମନୋଜ ଉପାଧ୍ୟାୟ, ଜିଲ୍ଲାମଙ୍ଗଳ ଅଧିକାରୀ ସିମାଞ୍ଚଳ ବେହେରା, ଫୁଲବାଣୀ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ନରେଶ ଶବର, ଙ୍କ ସମେତ ଜିଲାର ଅନେକ ବରିଷ୍ଠ ଅଧିକାରି ମନେ ଉପସ୍ଥିତ ଥିଲେ l

Leave a comment

Your email address will not be published. Required fields are marked *