ଅଟୋ ଓଲଟିଲା, ୩ ଗୁରୁତର

Udaya_Labanya | September 24, 2022 | 10 views |0 | Breaking News

,
ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ମିଡ଼ିଆକିଆ ପଂଚାୟତ ଗଡ଼ମାହା ଘାଟିରେ ଭାର ସାମ୍ୟ ହରାଇ ଏକ ଯାତ୍ରୀ ବାହି ଅଟୋ ଓଲଟି ପଡିବା ଫଳରେ ଏଥିରେ ବସିଥିବା ୩ ଜଣ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ କେତେଜଣ ଆହତ ହୋଇଥିବା ଜଣାପଡିଛି l
ଆହତ ସମସ୍ତଙ୍କୁ ଚିକିତ୍ସା ପାଇଁ ବାଲିଗୁଡା ଉପଖଣ୍ଡ ଡାକ୍ତର ଖାନା ରେ ଭର୍ତ୍ତି କରାଯାଇଛି lଗୁରୁତର ୩ ଜଣଙ୍କୁ ଫୁଲବାଣୀ ସଦରମହକୁମା ଡାକ୍ତର ଖାନା କୁ ସ୍ଥାନାନ୍ତର କରାଯାଇଛି lଅଟୋ ଟି ବାଲିଗୁଡା ରୁ ମେଡିଆକିଆ ଯାଉଥିଲାl ଖବର ପାଇ ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ କରୁଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ବରିଷ୍ଠ ଆଇନଜୀବୀ ଜାହିର ଅଖତାର ଙ୍କ ପରଲୋକ

Udaya_Labanya | November 26, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ )ଫୁଲବାଣୀ ସହର ର ଜଣାଶୁଣା ତଥାବରିଷ୍ଠସରକାରୀ ଆଇନଜୀବୀ ମହମଦ ଜାହିର ଅଖତାର ଙ୍କ ପରଲୋକ ହୋଇଛି lମୃତ୍ୟୁ ବେଳକୁ ତାଙ୍କୁ ଷାଠିଏ ବର୍ଷ ହୋଇଥିଲା lସେ ଡାଏ ବେଟିସ ଓ କିଡ଼ନୀ ରୋଗରେ ରେ ଆକ୍ରାନ୍ତ ହୋଇ…

ବାଇକ ଓ ସ୍କୁଟିମୁହାଁମୁହିଁ ଧକ୍କା ଶିକ୍ଷୟତ୍ରୀ ଓ…

Udaya_Labanya | November 26, 2022 | 13 views | 0

ଫୁଲବାଣୀ- ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ରେ ଜଣେ ଶିକ୍ଷୟତ୍ରୀ ଓ ମହିଳା କିରାଣୀ ସକାଳୁସ୍କୁଟି ଯାଉଥିବାବେଳେ ଲିଙ୍ଗାଗଡ ପଟୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକା ହେବା ଫଳରେ ଦୁଇଜଣଙ୍କ ର ମୃତ୍ୟୁ ଘଟିଥିଲା lଦୂର୍ଘଟଣା…

Leave a Reply

Your email address will not be published. Required fields are marked *

Archives

Categories