ସୁଡ୍ରା ପଞ୍ଚାୟତ ରେ ସ୍ୱଚ୍ଛ ଭାରତ ଅନୁଷ୍ଠିତ

Udaya_Labanya | September 24, 2022 | 7 views |0 | Breaking News

ଫୁଲବାଣୀ -(ସୁନୀଲ ପଟନାୟକ )
କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁଡ୍ରା ଗ୍ରାମପଞ୍ଚାୟତ ରେ ସ୍ୱଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି l ସରପଞ୍ଚ ସରୋଜିନୀ ମଳିକ ଙ୍କ ନେତୃତ୍ୱ ରେ ସୁଡ୍ରା ବଜାର ହାଟ, ବିଦ୍ୟାଳୟ ପରିସର ଆଦି ବିଭିନ୍ନ ଅଞ୍ଚଳ ରେ ଗାଁ ଲୋକେ ମିଳିମିଶି ସଫା ସୁତରା କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ଡିଗାଲ, କନିଷ୍ଠ ଯନ୍ତ୍ରୀ ବିଜୟ କୁମାର ସାବତ, ବ୍ଲକ ସଂଯୋଜକ ସୁନୀଲ କୁମାର ଡିଗାଲ, ଆଶା କର୍ମୀ, ଅଙ୍ଗନବାଡି କର୍ମୀ ଓ ସ୍ଥାନୀୟ ମହିଳା ସ୍ୱୟଂ ସହାୟକଗୋଷ୍ଠୀ ଗ୍ରାମବାସୀ ପ୍ରମୁଖ ଏହି ସ୍ଵଛ ଭାରତ କାର୍ଯ୍ୟକ୍ରମ ରେ ଯୋଗଦେଇଥିଲେ lପରିବେଶ କୁ ସ୍ଵଛ ଓ ସୁନ୍ଦର ରଖିବାଲାଗିସମସ୍ତେ ଶପଥ ମଧ୍ୟ ନେଇଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 4 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 6 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories