ଜିଲ୍ଲା ଲିଗାଲ ଏଡ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର

Udaya_Labanya | October 1, 2022 | 21 views |1 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ବ୍ଳକ ର ସା୍ର୍ତା ଗୁଡା‌ ଠାରେ ଥିବା ‌ ଆଇ ଆଇ ସି ଭିଲେଜ ଵୃଦ୍ଧାଶ୍ରମ ରେ ଆଇନ୍ ସହାୟତା ପ୍ରାଧିକରଣ ତରଫରୁ ଏକ ଚକ୍ଷୁ ଚିକିତ୍ସା ଶିବିର ଓ ସ୍ୱାସ୍ଥ୍ୟ ଶିବିର ର ଆୟୋଜନ କରାଯାଇଥିଲାl ଏଥିରେ ‌ମୂଖ୍ୟ ଅତିଥି ଭାବେ ଅତିରିକ୍ତ ସ୍ୱତନ୍ତ୍ର ବିଚାରପତି ସନ୍ତୋଷ କୁମାର ଜେନା ,ସି ଜେ ଏମ ସାଇ କାତ ପାତ୍ର, l ଲି ଗାଲ ଏଡ ସଚିବ ଶ୍ରୀମତୀ ଅନୁସୟା ରାୟ, ଓକିଲ ସଙ୍ଘ ସଭାପତି ବିଜୟ ମହାନ୍ତି, ଜିଲ୍ଲା ସାମାଜିକ ସୁରକ୍ଷାଅଧିକାରୀ ବଳାରାମସେଠି, ଫିଜିଓଥେରାପି ଅକ୍ଷୟ କୁମାର ପଣ୍ଡା plv,ର ଅଶୋକ କୁମାର ପ୍ରଧାନ ନିରଞ୍ଜନ ପଣ୍ଡା, ଶଙ୍କର ମହାନ୍ତି ଓ ମେଡିକାଲ ର କର୍ମ ଚାରୀ ଓଚକ୍ଷୁ ବିଶେଷଜ୍ଞ ଯୋଗ ‌ଦେଇଥିଲେl ଆଇନ ସେବା ଉପରେ ଲୋକଙ୍କୁ ସହାୟତା ଯୋଗାଇ ଦିଆଯିବା ନେଇ କଣ ସବୁ ବ୍ୟବସ୍ଥା ରହିଛି ଲୋକ ମାନେକିଭଳି ଏହାର ମାଗଣାରେ ସେବା ପାଇପାରିବେ ଲୋକଙ୍କୁ ବୁଝାଇ ଦିଆ ଯାଇଥିଲା

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories