କନ୍ଧମାଳ : ସଖୀର ୪ର୍ଥ ପ୍ରତିଷ୍ଠା ଦିବସ ପାଳିତ

Udaya_Labanya | October 2, 2022 | 24 views |1 | Breaking News


କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଅବସ୍ଥାପିତ ୱାନ ଷ୍ଟପ୍ ସେଣ୍ଟର(ସଖୀ)ର ୪ର୍ଥ ପ୍ରତିଷ୍ଠା ଦିବସ ଅନୁଷ୍ଠାନ ପରିସରରେ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ଦ୍ୱାରା ପ୍ରତିଷ୍ଠିତ ଏହି ସଂସ୍ଥାର ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ବନବାସୀ ସେବା ସମିତିର ସହ ସଂପାଦକ ରବୀନ୍ଦ୍ର କୁମାର ପଣ୍ଡା ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ଚାଇଲଡ଼ ଲାଇନ୍ , ଗୋପବନ୍ଧୁ ବଳାଶ୍ରମର କର୍ମକର୍ତ୍ତା ଓ ସଖୀର ସମସ୍ତ କର୍ମକର୍ତ୍ତା ମାନେ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଶ୍ରଦ୍ଧାଞ୍ଜଳୀ ରାଉତ , ଶାନ୍ତିଲତା ଗୌଡ଼ ଓ ଅନ୍ୟମାନେ ସହଯୋଗ କରିଥିଲେ।

Share this

Related Posts

ନକଲି ପୋଲିସ ଧରି ନିସ୍ତୁକ ମାଡ଼ ମାରିଲେ…

Udaya_Labanya | June 8, 2023 | 11 views |0

ଫୁଲବାଣୀ(ସୁନୀଲ ପଟନାୟକ )ବିଳମ୍ବିତ ରାତିରେ ପୋଲିସ କହି ଲାଲବତୀ ଗାଡି ରେ ଆସି ଲୋକଙ୍କୁ ଗଂଜେଇ କାରବାର କରୁଛ କହି ଡରାଇ ଧମକାଇ ନିୟମିତ ଟଙ୍କା ଆଦାୟ କରିବା, ସୁନା ଗହଣା ଲୁଟ କରିବା ରୁ ଲୋକେ ଅସଲି ପୋଲିସ ନୁହେଁ…

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

Leave a Reply

Your email address will not be published. Required fields are marked *

Archives

Categories