କନ୍ଧମାଳ : ସଖୀର ୪ର୍ଥ ପ୍ରତିଷ୍ଠା ଦିବସ ପାଳିତ

Udaya_Labanya | October 2, 2022 | 15 views |1 | Breaking News


କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଅବସ୍ଥାପିତ ୱାନ ଷ୍ଟପ୍ ସେଣ୍ଟର(ସଖୀ)ର ୪ର୍ଥ ପ୍ରତିଷ୍ଠା ଦିବସ ଅନୁଷ୍ଠାନ ପରିସରରେ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ଦ୍ୱାରା ପ୍ରତିଷ୍ଠିତ ଏହି ସଂସ୍ଥାର ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ବନବାସୀ ସେବା ସମିତିର ସହ ସଂପାଦକ ରବୀନ୍ଦ୍ର କୁମାର ପଣ୍ଡା ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ଚାଇଲଡ଼ ଲାଇନ୍ , ଗୋପବନ୍ଧୁ ବଳାଶ୍ରମର କର୍ମକର୍ତ୍ତା ଓ ସଖୀର ସମସ୍ତ କର୍ମକର୍ତ୍ତା ମାନେ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଶ୍ରଦ୍ଧାଞ୍ଜଳୀ ରାଉତ , ଶାନ୍ତିଲତା ଗୌଡ଼ ଓ ଅନ୍ୟମାନେ ସହଯୋଗ କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ବରିଷ୍ଠ ଆଇନଜୀବୀ ଜାହିର ଅଖତାର ଙ୍କ ପରଲୋକ

Udaya_Labanya | November 26, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ )ଫୁଲବାଣୀ ସହର ର ଜଣାଶୁଣା ତଥାବରିଷ୍ଠସରକାରୀ ଆଇନଜୀବୀ ମହମଦ ଜାହିର ଅଖତାର ଙ୍କ ପରଲୋକ ହୋଇଛି lମୃତ୍ୟୁ ବେଳକୁ ତାଙ୍କୁ ଷାଠିଏ ବର୍ଷ ହୋଇଥିଲା lସେ ଡାଏ ବେଟିସ ଓ କିଡ଼ନୀ ରୋଗରେ ରେ ଆକ୍ରାନ୍ତ ହୋଇ…

ବାଇକ ଓ ସ୍କୁଟିମୁହାଁମୁହିଁ ଧକ୍କା ଶିକ୍ଷୟତ୍ରୀ ଓ…

Udaya_Labanya | November 26, 2022 | 13 views | 0

ଫୁଲବାଣୀ- ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ରେ ଜଣେ ଶିକ୍ଷୟତ୍ରୀ ଓ ମହିଳା କିରାଣୀ ସକାଳୁସ୍କୁଟି ଯାଉଥିବାବେଳେ ଲିଙ୍ଗାଗଡ ପଟୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକା ହେବା ଫଳରେ ଦୁଇଜଣଙ୍କ ର ମୃତ୍ୟୁ ଘଟିଥିଲା lଦୂର୍ଘଟଣା…

Leave a Reply

Your email address will not be published. Required fields are marked *

Archives

Categories