ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ସପ୍ତାହ ପାଳିତ

Udaya_Labanya | October 13, 2022 | 27 views |0 | Breaking News


ଫୁଲବାଣୀ(ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ଫୁଲବାଣୀ ଏ ଜେଓ ହାଇ ସ୍କୁଲ ପରିସରରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ସପ୍ତାହ ର ଦ୍ୱିତୀୟ ଦିବସ ପାଳିତ ହୋଇଥିଲା lଏହି ଅବସରରେ ଆୟୋଜିତ ସଚେତନତା ସଭା ରେ ମୁଖ୍ୟ ଚିକିତ୍ସାଳୟ ର ଏଡିପିଏଚ ଓ( ଡିସି )ଡାକ୍ତର ବସନ୍ତ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ଜନ ସ୍ୱାସ୍ଥ୍ୟ ସୂଚନା ଅଧିକାରୀ ଧର୍ମେନ୍ଦ୍ର ତାଣ୍ଡି, ଚିକିତ୍ସା ମନୋ ବିଜ୍ଞାନୀ ତପସ୍ୱିନୀ ଆଚାର୍ଯ୍ୟ, ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପ୍ରଧାନ, ଇତିଶ୍ରୀ ପଟନାୟକ, ସନ୍ତୋଷ ସାହୁ, ଦଧିବାମନ ରଥ, ପ୍ରମୁଖ ଯୋଗ ଦେଇ କିଶୋର ଅବସ୍ଥାରେ ମାନସିକ ସ୍ୱାସ୍ଥ୍ୟ କିପରି ରହିବା ଆବଶ୍ୟକ ସେ ନେଇ ବୁଝାଇଥିଲେ l
ସେହିପରି ପା ଠ ସହ ଖେଳ କୁଦ ଆଦି କରିବାଲାଗି ପରାମର୍ଶ ଦେଇଥିଲେ lଫଳରେ ସ୍ୱାସ୍ଥ୍ୟ ଠିକ ରହିବ ବୋଲି କହିଥିଲେ l
ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ର କୃତିଛାତ୍ର ଛାତ୍ରୀ ଙ୍କୁ ପୁରସ୍କାର ପ୍ରଦାନକରାଯାଇଥିଲା
ଶିକ୍ଷୟତ୍ରୀ ଶ୍ରୀମତୀ କଲ୍ଲୋଳିନୀ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରି ଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ଫୁଲବାଣୀ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା

Udaya_Labanya | December 3, 2022 | 4 views |0

ଫୁଲବାଣୀ(ସୁନୀଲ ପଟନାୟକ )ଫୁଲବାଣୀ ର ଏଜ ଓ ହାଇ ସ୍କୁଲ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ, ଗଣିତଓ ପରିବେଶ ସମ୍ପର୍କିତ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ପ୍ରମୋଦ ଷଡ଼ଙ୍ଗୀ…

ଫୁଲବାଣୀ ରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ

Udaya_Labanya | December 3, 2022 | 5 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ର ଏଜେଓ ହାଇ ସ୍କୁଲ ପରିସରରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ ପାଳିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ କୁ ବ୍ଲକ ଶିକ୍ଷାଧିକାରୀ ରଞ୍ଜନ କୁମାର କହଁର ଉଦଘାଟନ କରିଥିବା ବେଳେ ମୁଖ୍ୟ…

Leave a Reply

Your email address will not be published. Required fields are marked *

Archives

Categories