ନେହରୁ ଯୁବ କେନ୍ଦ୍ର ପକ୍ଷରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

Udaya_Labanya | October 18, 2022 | 21 views |0 | Breaking News


ଫୁଲବାଣୀ, ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମ ୧ ଅକ୍ଟବର ରୁ 30 ଅକ୍ଟବେlର 2022 ପର୍ଯ୍ୟନ୍ତ ଚାଲିବl ନେହରୁ ଯୁବ କେନ୍ଦ୍ର ତରଫରୁ ସୋମବାର ଫୁଲବାଣୀ ସହର ରେ ଅନୁଷ୍ଠିତ ସ୍ଵଛ ଭାରତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସରକାରୀ ITI ଅଧକ୍ଷ ଇଂ ପ୍ରକାଶ ଚନ୍ଦ୍ର ସେଠୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମ ର ଉଦଘାଟନ କରିଥିଲେ,l ଅନ୍ୟ ମାନଙ୍କ ମଧ୍ୟରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ର ଜ଼ିଲ୍ଲା ଯୁବ ଅଧିକାରୀ ନଭନୀତ କୁମାର,ସହକର୍ମୀ ସତ୍ୟବାନ ଦଳବେହେରାଓ ସ୍ୱେଚ୍ଛା ସେବୀ ସୋନାଲି ଡିଗାଲ , ରୀତିମା ବାଘ , ଚନ୍ଦ୍ର ମ ଣୀ ଦେହୁରୀ, ସିବେନ୍ଦ୍ର ଡିଗାଲ , ମିନି କଂହର , ସୁଭଦ୍ରା ମଲ୍ଲିକ,ଗୋବିନ୍ଦ କହ୍ନର, ସମୀର ପ୍ରଧାନ, ସୁରଭି କହ୍ନର, ପାନୁଆଲ ଡିଗାଲ,ବିକାଶ ନାୟକ, ଦିଗବିଜୟ ପ୍ରଧାନ, ଅଜିତ ମଝିଆ ସେଠ,ଚନ୍ଦନ ପୃଷ୍ଟି ପ୍ରମୁଖ ଉପ ସ୍ଥିତ ଥିଲେ | ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଚବିସ ହଜାର କେ ଜି ପ୍ଲାଷ୍ଟିକ ସଂଗ୍ରହ କରାଯିବ ବୋଲି ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ଜିଲ୍ଲା ଯୁବ ଅଧିକାରୀ ନାଭିନୀତ କୁମାର କହିଛନ୍ତି l

Share this

Related Posts

ନକଲି ପୋଲିସ ଧରି ନିସ୍ତୁକ ମାଡ଼ ମାରିଲେ…

Udaya_Labanya | June 8, 2023 | 11 views |0

ଫୁଲବାଣୀ(ସୁନୀଲ ପଟନାୟକ )ବିଳମ୍ବିତ ରାତିରେ ପୋଲିସ କହି ଲାଲବତୀ ଗାଡି ରେ ଆସି ଲୋକଙ୍କୁ ଗଂଜେଇ କାରବାର କରୁଛ କହି ଡରାଇ ଧମକାଇ ନିୟମିତ ଟଙ୍କା ଆଦାୟ କରିବା, ସୁନା ଗହଣା ଲୁଟ କରିବା ରୁ ଲୋକେ ଅସଲି ପୋଲିସ ନୁହେଁ…

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

Leave a Reply

Your email address will not be published. Required fields are marked *

Archives

Categories