ନେହରୁ ଯୁବ କେନ୍ଦ୍ର ପକ୍ଷରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

Udaya_Labanya | October 18, 2022 | 13 views |0 | Breaking News


ଫୁଲବାଣୀ, ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମ ୧ ଅକ୍ଟବର ରୁ 30 ଅକ୍ଟବେlର 2022 ପର୍ଯ୍ୟନ୍ତ ଚାଲିବl ନେହରୁ ଯୁବ କେନ୍ଦ୍ର ତରଫରୁ ସୋମବାର ଫୁଲବାଣୀ ସହର ରେ ଅନୁଷ୍ଠିତ ସ୍ଵଛ ଭାରତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସରକାରୀ ITI ଅଧକ୍ଷ ଇଂ ପ୍ରକାଶ ଚନ୍ଦ୍ର ସେଠୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମ ର ଉଦଘାଟନ କରିଥିଲେ,l ଅନ୍ୟ ମାନଙ୍କ ମଧ୍ୟରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ର ଜ଼ିଲ୍ଲା ଯୁବ ଅଧିକାରୀ ନଭନୀତ କୁମାର,ସହକର୍ମୀ ସତ୍ୟବାନ ଦଳବେହେରାଓ ସ୍ୱେଚ୍ଛା ସେବୀ ସୋନାଲି ଡିଗାଲ , ରୀତିମା ବାଘ , ଚନ୍ଦ୍ର ମ ଣୀ ଦେହୁରୀ, ସିବେନ୍ଦ୍ର ଡିଗାଲ , ମିନି କଂହର , ସୁଭଦ୍ରା ମଲ୍ଲିକ,ଗୋବିନ୍ଦ କହ୍ନର, ସମୀର ପ୍ରଧାନ, ସୁରଭି କହ୍ନର, ପାନୁଆଲ ଡିଗାଲ,ବିକାଶ ନାୟକ, ଦିଗବିଜୟ ପ୍ରଧାନ, ଅଜିତ ମଝିଆ ସେଠ,ଚନ୍ଦନ ପୃଷ୍ଟି ପ୍ରମୁଖ ଉପ ସ୍ଥିତ ଥିଲେ | ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଚବିସ ହଜାର କେ ଜି ପ୍ଲାଷ୍ଟିକ ସଂଗ୍ରହ କରାଯିବ ବୋଲି ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ଜିଲ୍ଲା ଯୁବ ଅଧିକାରୀ ନାଭିନୀତ କୁମାର କହିଛନ୍ତି l

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 4 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 6 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories