ବିଦ୍ୟାଳୟ ପରିସରରେ ଅଗ୍ନିଶମ କର୍ମଚାରୀଙ୍କ ଦ୍ବାରା ମକ୍‌‌ ଡ୍ରିଲ୍‌‌

Udaya_Labanya | October 28, 2022 | 17 views |0 | Breaking News


ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ସ୍ଥିତ ଅଗ୍ନିଶମ ଅଧିକାରୀ ମନୋରଞ୍ଜନ ପାଢୀଙ୍କ ତତ୍ତ୍ବାବଧାନରେ ଅଗ୍ନିଶମ କର୍ମଚାରୀ ମାନଙ୍କ ଦ୍ବାରା ଶ୍ରୀରାମପଦା ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଏକ ମକ୍‌‌ ଡ୍ରିଲ୍‌‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ହଠାତ୍ ନିଆଁ ଲାଗିଲେ ନିଜକୁ କିପରି ସୁରକ୍ଷିତ ରଖିପାରିବେ ସେନେଇ ଅଗ୍ନିଶମ କର୍ମଚାରୀ ମାନେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ମକ୍‌‌ ଡ୍ରିଲ୍‌‌ ମାଧ୍ୟମରେ ଦେଖାଇଥିଲେ। ଏହି ମକ୍‌‌ ଡ୍ରିଲ୍‌‌ ଚାଲିଥିବା ବେଳେ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିବା ନେଇ ଅଗ୍ନିଶମ ଅଧିକାରୀ ଶ୍ରୀ ପାଢୀ ସୂଚନା ଦେଇଛନ୍ତି।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories