ପୋଲିସ ରିଜର୍ଭ ପଡିଆରେ ସାମ୍ବାଦିକ ବିକାଶ ଙ୍କୁ ଶ୍ରଦ୍ଧାଞ୍ଜଳି

Udaya_Labanya | November 3, 2022 | 12 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
ଗୁରୁବାର ଫୁଲବାଣୀ ସ୍ଥିତ ପୋଲିସ ରିଜର୍ଭ ପଡିଆରେ ରାସ୍ତା ଦୁର୍ଘ ଟଣା ରେ ପ୍ରାଣ ହରାଇଥିବା ସାମ୍ବାଦିକ ବିକାଶ ମିଶ୍ର ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା l ରିଜର୍ଭ ପଡିଆ ଠାରେ ପୋଲିସ ପକ୍ଷରୁ ଆୟୋଜିତ ସପ୍ତମ ସହିଦ ଟୁର୍ଣ୍ଣାମେଣ୍ଟ ର ଆଜି ଫାଇନାଲ ମ୍ୟାଚ ରସମସ୍ତ ଖେଳାଳି, ରିଜର୍ଭ ଇନ୍ସପେକ୍ଟର ଧର୍ମେନ୍ଦ୍ର ପ୍ରଧାନ, ଜିଲ୍ଲା ପ୍ରେସ କ୍ଲବ ସଭାପତି ସୁନୀଲ ପଟନାୟକ, ଉପସଭାପତି ସୁନୀଲ ବିଶ୍ୱାଳ, ପ୍ରେସ ଟିମ କ୍ୟାପଟେନ ରଞ୍ଜନ ଦାଶ, ସିବନାୟକ, ସୁଧୀର ମହାରଣା, ଶିବରାମ ନାୟକ ଓ ଅନ୍ୟମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣକରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଥିଲେ l ଏହାପରେ ବାଲିଗୁଡା ଓପୋଲିସ ମଧ୍ୟରେ ଖେଳ ଅରମ୍ଭହୋଇଥିଲା l

Share this
  •  
  •  
  •  
  •  
  •  
  •  
  •  

Related Posts

ବରିଷ୍ଠ ଆଇନଜୀବୀ ଜାହିର ଅଖତାର ଙ୍କ ପରଲୋକ

Udaya_Labanya | November 26, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ )ଫୁଲବାଣୀ ସହର ର ଜଣାଶୁଣା ତଥାବରିଷ୍ଠସରକାରୀ ଆଇନଜୀବୀ ମହମଦ ଜାହିର ଅଖତାର ଙ୍କ ପରଲୋକ ହୋଇଛି lମୃତ୍ୟୁ ବେଳକୁ ତାଙ୍କୁ ଷାଠିଏ ବର୍ଷ ହୋଇଥିଲା lସେ ଡାଏ ବେଟିସ ଓ କିଡ଼ନୀ ରୋଗରେ ରେ ଆକ୍ରାନ୍ତ ହୋଇ…

ବାଇକ ଓ ସ୍କୁଟିମୁହାଁମୁହିଁ ଧକ୍କା ଶିକ୍ଷୟତ୍ରୀ ଓ…

Udaya_Labanya | November 26, 2022 | 13 views | 0

ଫୁଲବାଣୀ- ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ରେ ଜଣେ ଶିକ୍ଷୟତ୍ରୀ ଓ ମହିଳା କିରାଣୀ ସକାଳୁସ୍କୁଟି ଯାଉଥିବାବେଳେ ଲିଙ୍ଗାଗଡ ପଟୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକା ହେବା ଫଳରେ ଦୁଇଜଣଙ୍କ ର ମୃତ୍ୟୁ ଘଟିଥିଲା lଦୂର୍ଘଟଣା…

Leave a Reply

Your email address will not be published. Required fields are marked *

Archives

Categories