ସହାୟତା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କୁ ମାଗଣା ରେ ଜୀବନ ପ୍ରମାଣପତ୍ର
ଫୁଲବାଣୀ 
ବାଲିଗୁଡା ଉପ କୋଷାଗାର କାର୍ଯ୍ୟଳୟ ଠାରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ର ରେ ସହାୟତା କେନ୍ଦ୍ର ରେ କାର୍ଯ୍ୟ ଆରମ୍ଭ ହୋଇଛି !ଉପ କୋଷାଗାର ଅଧିକାରୀ ସୁଧାକର କହଁର
ମୋ ସେବା କେନ୍ଦ୍ର ର ଜିଲ୍ଲା ପରିଚାଳକ ଜିତେନ୍ଦ୍ର କୁମାର ସାହୁ ଅଫିସ ରେ କାର୍ଯ୍ୟରତ ସମସ୍ତ ଷ୍ଟାପ ଉପସ୍ଥିତ ଥିଲେ I ବାଲିଗୁଡା ଅଂଚଳର ବହୁ ପେନସନ ଉପଭୋକ୍ତା ନିଜର ଆଧାର କାର୍ଡ, ପେନସନ ବହି, ବ୍ୟାଙ୍କ ପାସ ବୁକ ଏବଂ ମୋବଇଲ ନମ୍ବର ସଂଯୋଗ କରି ବିନା ଶୁକ୍ଳରେ ସେମାନଙ୍କ ଜୀବନ ପ୍ରମାଣପତ୍ର ହାତପାଆନ୍ତରେ ପାଇ ଥିଲେ ! ମୋ ସେବା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କ ଘର କୁ ଯାଇ ସେବା ଦେବାର ବ୍ୟବସ୍ଥା ମଧ୍ୟ୍ୟ ଅଛି I ରାଜ୍ୟ ସରକାର ଙ୍କ ଏହି ଯୋଜନା କୁ ପେନସନ ଉପଭୋକ୍ତା ଧନ୍ୟବାଦ ଜଣେଇଛନ୍ତି I
        
            
 Odia 









































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































