ସହାୟତା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କୁ ମାଗଣା ରେ ଜୀବନ ପ୍ରମାଣପତ୍ର

Udaya_Labanya | November 3, 2022 | 14 views |0 | Breaking News


ଫୁଲବାଣୀ
ବାଲିଗୁଡା ଉପ କୋଷାଗାର କାର୍ଯ୍ୟଳୟ ଠାରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ର ରେ ସହାୟତା କେନ୍ଦ୍ର ରେ କାର୍ଯ୍ୟ ଆରମ୍ଭ ହୋଇଛି !ଉପ କୋଷାଗାର ଅଧିକାରୀ ସୁଧାକର କହଁର
ମୋ ସେବା କେନ୍ଦ୍ର ର ଜିଲ୍ଲା ପରିଚାଳକ ଜିତେନ୍ଦ୍ର କୁମାର ସାହୁ ଅଫିସ ରେ କାର୍ଯ୍ୟରତ ସମସ୍ତ ଷ୍ଟାପ ଉପସ୍ଥିତ ଥିଲେ I ବାଲିଗୁଡା ଅଂଚଳର ବହୁ ପେନସନ ଉପଭୋକ୍ତା ନିଜର ଆଧାର କାର୍ଡ, ପେନସନ ବହି, ବ୍ୟାଙ୍କ ପାସ ବୁକ ଏବଂ ମୋବଇଲ ନମ୍ବର ସଂଯୋଗ କରି ବିନା ଶୁକ୍ଳରେ ସେମାନଙ୍କ ଜୀବନ ପ୍ରମାଣପତ୍ର ହାତପାଆନ୍ତରେ ପାଇ ଥିଲେ ! ମୋ ସେବା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କ ଘର କୁ ଯାଇ ସେବା ଦେବାର ବ୍ୟବସ୍ଥା ମଧ୍ୟ୍ୟ ଅଛି I ରାଜ୍ୟ ସରକାର ଙ୍କ ଏହି ଯୋଜନା କୁ ପେନସନ ଉପଭୋକ୍ତା ଧନ୍ୟବାଦ ଜଣେଇଛନ୍ତି I

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories