ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଠାରେ ମୋ ହାଟ

Udaya_Labanya | November 12, 2022 | 14 views |1 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
ଜି ଉଦୟଗିରି ସ୍ଥିତ ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଠାରେ ମୋ ହାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ୩୭ ଜଣ ଛାତ୍ର ଛାତ୍ରୀ ବିଭିନ୍ନ ପ୍ରକାର ସାମଗ୍ରୀ ଆଣି ବିକ୍ରି କରିଥିଲେ।ଖାଇବା ସାମଗ୍ରୀ ,ପଢା ସମ୍ବନ୍ଧୀୟ ଜିନିଷ ବ୍ୟତୀତ ଛାତ୍ର ଛାତ୍ରୀ ବ୍ୟବହୃତ ବିଭିନ୍ନ ପ୍ରକାରର ଜିନିଷ ବିକ୍ରି କରିଥିଲେ।ବହୁ ଅଭିଭାବକ, ଏବଂ ଛାତ୍ର ଛାତ୍ରୀ ମାନେ କ୍ରୟ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ କୁ ଅନୁଷ୍ଠାନ ର ସଂପାଦକ ଅରୁଣ କୁମାର ଷଡଙ୍ଗୀ ଉଦଘାଟନ କରିଥିଲେ।ପ୍ରଧାନ ଆଚାର୍ଯ୍ୟ। ସୁକନ୍ୟା ନାୟକ, ସ୍ମୃତି ରଞ୍ଜନ ବେହେରା, ଗୀତାଞ୍ଜଳୀ ଚୌଧୁରୀ,ସରିତା ସାହୁ,ଦୀପିକା ପଟ୍ଟନାୟକ,ରାଜ ଲକ୍ଷ୍ମୀ ପାଣିଗ୍ରାହୀ, ଶ୍ରଦ୍ଧାଞ୍ଜଳି ଦଳବେହେରା,ପି ଏଲ ସ୍ମୃତି ରେଖା ପାତ୍ର,ସୁକାନ୍ତି ପ୍ରଧାନ, ସୁଦୀପ୍ତ। ବିଶ୍ବମ୍ବଦା ବେହେରା,ଅନିତା ସାହୁ , ବିଷ୍ଣୁ ପ୍ରିୟା ମହାରଣା ପ୍ରମୁଖ ସହଯୋଗ କରିଥିଲେ। ଛାତ୍ର ଛାତ୍ରୀ ମାନେ ସ୍ୱାବଲମ୍ବୀ ହେବା ସହ ଗଣିତ ଭିତ୍ତିକ ଜ୍ଞାନ ଆହରଣ ପାଇଁ ଏହି କାର୍ଯ୍ୟକ୍ରମ କରାଯାଇଥିଲା।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories