ଜିଲ୍ଲା ପ୍ରଶାସନ ପକ୍ଷରୁ ୫୬ ତମ ଜାତୀୟ ପ୍ରେସ ଦିବସ ପାଳିତ, ସତ୍ୟ ଖବର ପ୍ରକାଶ ଉପରେ ଜିଲ୍ଲାପାଳ ଙ୍କ ଗୁରୁତ୍ୱ

Udaya_Labanya | November 16, 2022 | 21 views |1 | Breaking News

ଫୁଲବାଣ(ସୁନୀଲ ପଟନାୟକ )
ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସମ୍ମିଳନୀ କକ୍ଷ ରେ ୫୬ ତମ ଜାତୀୟ ପ୍ରେସ ଦିବସ ପାଳିତ ହୋଇଥିଲା l
ଏହି ଅବସର ରେ ଆୟୋଜିତ ସଭାରେ କନ୍ଧମାଳ ଜିଲ୍ଲାପାଳ ପାଟିଲ ଆଶିଷ ଈଶ୍ୱର ମୁଖ୍ୟ ଅତିଥି ଭାବେ ଯୋଗ ସାମ୍ବାଦିକ ମାନେ ଗଣତନ୍ତ୍ର ର ଜାଗ୍ରତ ପ୍ରହରୀ, ଦୁର୍ନିତୀ, ଭ୍ରଷ୍ଟାଚାର ଦୂର କରିବାରେ ପ୍ରମୁଖ ଭୂମିକା ରହିଛି ସାମ୍ବାଦିକ ଙ୍କ ର ଏଣୁ
ସର୍ବଦା ସତ୍ୟ, ନିରପେକ୍ଷ ସମ୍ବାଦ ପ୍ରକାଶ କରିବା ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ l

କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଙ୍ଘ ସଭାପତି ତଥା ପ୍ରେସ କ୍ଲବ ପ୍ରତିଷ୍ଠାତା ଓ ବରିଷ୍ଠ ସାମ୍ବାଦିକ ଡଃ ଅରୁପ ଜେନା ମୁଖ୍ୟ ବକ୍ତା ଭାବରେ, ଯୋଗ ଦେଇଥିବା ବେଳେ ବରିଷ୍ଠ ସାମ୍ବାଦିକ ତଥା ପ୍ରେସ କ୍ଲବ ସଭାପତି ସୁନୀଲ ପଟନାୟକ, ବରିଷ୍ଠ ଆଇନଜୀବୀ ତଥା ସାମ୍ବାଦିକ ଶିବ ପ୍ରସାଦ ତ୍ରିପାଠୀ,ବାଲି ଗୁଡା ର ବରିଷ୍ଠ ସାମ୍ବାଦିକ ସନ୍ତୋଷ ଦାଶ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସତ୍ୟ, ନିରପେକ୍ଷ ସାମ୍ବାଦିକତା,ଓ ବୃତ୍ତିଗତ ସୁରକ୍ଷାଉପରେ ମତ ବ୍ୟକ୍ତ କରିଥିଲେ l ସେହିପରି ସାମ୍ବାଦିକ ପ୍ରଶାନ୍ତ ବେହେରା ସ୍ଵାଗତ ଭାଷଣ ଦେଇଥିବା ବେଳେ ସୁନୀଲ ବିଶ୍ୱାଳ ଧନ୍ୟବାଦ ଦେଇଥିଲେ lସାମ୍ବାଦିକ ଅଶୋକ ମହାନ୍ତି ମଞ୍ଚ ପରିଚାଳନା କରିଥିଲେ l
ଏହିଅବସର ରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା l
ଅନ୍ୟ ମାନଙ୍କ ମଧ୍ୟରେ
ପ୍ରଶାନ୍ତ ପଣ୍ଡା, ପ୍ରଶାନ୍ତ ଜେନା,ସନ୍ତୋଷ ଡିଗାଲ, ଶିବାନନ୍ଦ ପଟନାୟକ, ଆଦିତ୍ୟ ତ୍ରିପାଠୀ,ଅଶୋକ ପରିଡା, ରମେଶ ପ୍ରଧାନ, ସୁଧୀର ମହାରଣା,, ଅଚ୍ୟୁତ ସେଠି, ନାରାୟଣ ସାହୁ. ଅଜିତ ମହାରଣା, ତ୍ରିନାଥ ସାହୁ, ଅଶୋକ ରାୟ, ଶିବ ନାୟକ ଏବଂ ବହୁବରିଷ୍ଠ ନାଗରିକଓ ଆଖପାଖ ଅଂଚଳ ର ସାମ୍ବାଦିକ ପ୍ରମୁଖ ଯୋଗ ଦେଇ ଥିଲେ ।

Share this

Related Posts

ନକଲି ପୋଲିସ ଧରି ନିସ୍ତୁକ ମାଡ଼ ମାରିଲେ…

Udaya_Labanya | June 8, 2023 | 12 views |0

ଫୁଲବାଣୀ(ସୁନୀଲ ପଟନାୟକ )ବିଳମ୍ବିତ ରାତିରେ ପୋଲିସ କହି ଲାଲବତୀ ଗାଡି ରେ ଆସି ଲୋକଙ୍କୁ ଗଂଜେଇ କାରବାର କରୁଛ କହି ଡରାଇ ଧମକାଇ ନିୟମିତ ଟଙ୍କା ଆଦାୟ କରିବା, ସୁନା ଗହଣା ଲୁଟ କରିବା ରୁ ଲୋକେ ଅସଲି ପୋଲିସ ନୁହେଁ…

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

Leave a Reply

Your email address will not be published. Required fields are marked *

Archives

Categories