ମା ଦୁର୍ଗା ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧୀ ମଞ୍ଚର ଶପଥ ଗ୍ରହଣ

Udaya_Labanya | November 29, 2022 | 20 views |0 | Breaking News

ଫୁଲବାଣୀ (ଉଲ୍ଲାପ୍ର )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ନୂଆସାହି ଗ୍ରାମ୍ୟ କମିଟି ର ପ୍ରତ୍ୟକ୍ଷ ତତ୍ୱାବଧାନରେ ନବ ଗଠିତ ମା ଦୁର୍ଗା ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧୀ ଯୁବ ମଞ୍ଚର ଶପଥ ଗ୍ରହଣ ଉତ୍ସବ ନୂଆସାହି ବରାଳଦେବୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି l ମଞ୍ଚର ଆବାହକ ଲଳିତ ପାତ୍ର ଏବଂ ବରିଷ୍ଠ ନାଗରିକ ତଥା ଅବସରପ୍ରାପ୍ତ ଶିକ୍ଷକ ବିଜୟଚନ୍ଦ୍ର ଖଣ୍ଡଗିରି ନବ ନିର୍ବାଚିତ ପଦାଧିକାରୀ ଙ୍କୁ ଶପଥପାଠ କରାଇଥିଲେ l ସଭାପତିଭାବେ ଜଳେନ୍ଦ୍ର ପାତ୍ର ଉପ ସଭାପତି ଭାବେ ଅର୍ଜୁନ ନାୟକ ସମ୍ପାଦକ ଭାବେ ଅମନ ଅଫତାବ ସହ ସମ୍ପାଦକ ଭାବେ ଶୁକଦେବ ନାୟକ ଯୁଗ୍ମ ସମ୍ପାଦକ ଭାବେ ମାନସ ଆମୟତ ଶପଥ ପାଠ କରିଥିଲେ l ଆଇନ ପରାମର୍ଶ ଦାତା ଭାବେ ବରିଷ୍ଠ ଆଇନଜୀବି ଶେଖ ସାଦ୍ଦିକ ଓ ଯୁବ ଆଇନଜୀବି ଜଗଦିଶ ସାମନ୍ତରାୟ ଏବଂ ଗଣମାଧ୍ୟମ ସଂଯୋଜକ ଭାବେ ବରିଷ୍ଠ ସାମ୍ବାଦିକ ପ୍ରମୋଦ ଦଣ୍ଡସେନା ଙ୍କୁ ଚୟନ କରାଯାଇଥିଲା l

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 11 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories