୭ଦଫା ଦାବିରେ ସମୁହ ଆଶା କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

Udaya_Labanya | November 30, 2022 | 15 views |0 | Breaking News


ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): ୦୭ ଦଫା ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଲେ ସମୁହ ଆଶା କର୍ମୀ । ଆଶା କର୍ମୀ ମାନଙ୍କର ଦୀର୍ଘ ଦିନର ନ୍ୟାର୍ଯ୍ୟ ଦାବି ପୂରଣ ହୋଇନଥିବାରୁ ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଓଡ଼ିଶା ଆଶା କର୍ମୀ ସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବାସହ ସାରା ରାଜ୍ୟରେ ଏହି ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛି ସଂଘ । ଦାବି ପୂରଣ ନହେବା ଯାଏ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି ରହିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।

Share this

Related Posts

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 5 views |0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

ଶିବ ପ୍ରସାଦ ଭାରତୀୟ ମହିଳା କ୍ରିକେଟ ଟିମ…

Udaya_Labanya | June 7, 2023 | 4 views | 0

ଫୁଲବାଣୀ (ସୁନୀଲ ପଟନାୟକ )ବରିଷ୍ଠ କ୍ରିକେଟ ଖେଳାଳି,କନ୍ଧମାଳ ଜିଲ୍ଲା କ୍ରୀଡ଼ା ସଂଘ, ସମ୍ପାଦକ ଆଇନଜୀବୀ, ସାମ୍ବାଦିକ,ସଂଗଠକ ତଥା ଜଣାଶୁଣା ସମାଜସେବୀ ଶିବ ପ୍ରସାଦ ତ୍ରିପାଠୀ ଭାରତୀୟ ମହିଳା କ୍ରିକେଟ ଟିମ ମ୍ୟାନେଜେର ଭାବେ ନିଯୁକ୍ତ ହୋଇଛନ୍ତି l ଆସନ୍ତା କାଲି ସେ…

Leave a Reply

Your email address will not be published. Required fields are marked *

Archives

Categories