୭ଦଫା ଦାବିରେ ସମୁହ ଆଶା କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

Udaya_Labanya | November 30, 2022 | 13 views |0 | Breaking News


ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): ୦୭ ଦଫା ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଲେ ସମୁହ ଆଶା କର୍ମୀ । ଆଶା କର୍ମୀ ମାନଙ୍କର ଦୀର୍ଘ ଦିନର ନ୍ୟାର୍ଯ୍ୟ ଦାବି ପୂରଣ ହୋଇନଥିବାରୁ ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଓଡ଼ିଶା ଆଶା କର୍ମୀ ସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବାସହ ସାରା ରାଜ୍ୟରେ ଏହି ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛି ସଂଘ । ଦାବି ପୂରଣ ନହେବା ଯାଏ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି ରହିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 12 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories