ବେଆଇନ ଗଞ୍ଜେଇ ଗଛ ନଷ୍ଟ କଲା କନ୍ଧମାଳ ପୁଲିସ ଓ ଅବକାରୀ ବିଭାଗ

Udaya_Labanya | December 5, 2022 | 8 views |0 | Breaking News


କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ବିଭିନ୍ନ ଥାନା ପକ୍ଷରୁ ଅପରେସନ ନୀଳ ଜହର ବା ବେଆଇନ ଗଞ୍ଜେଇ କଟା ଅଭିଯାନ ଜାରି ରହିଥିବା ବେଳେ ଜିଲ୍ଲାର ଗୋଛାପଡା ଥାନା ଓ ଜିଲ୍ଲା ଅବକାରୀ ବିଭାଗର ମିଳିତ ଉଦ୍ୟମରେ ୧୩୪ ଏକର ବେଆଇନ ଗଂଜେଇ ଗଛ ପୁଣି କଟାଯାଇଛି। ତେବେ ଗୋଛାପଡା ଥାନା ଅଧିକାରୀଙ୍କ ନେତୃତ୍ୱରେ ଗୋଛାପଡା ପଞ୍ଚାୟତର ଲୁହୁରାସାହି, କଡ଼ିପାରି ଓ ପୁରେପଦର ଅଂଚଳର ଜଙ୍ଗଲ ଜମିରେ ବେଆଇନ ଭାବରେ ଚାଷ ହୋଇଥିବା ଗଂଜେଇ ଚାଷକୁ କାଟି ନଷ୍ଟ କରାଯାଇଛି।ଅନ୍ୟପଟେ ଅଂଚଳରେ ଏତେ ପରିମାଣରେ ଗଂଜେଇ ଚାଷ ହୋଇଛି ଯେ ଯେତେ କାଟିଲେ ବି ସରୁନଥିବା ବେଳେ ଏହି ଗଂଜେଇ କଟାକୁ ନେଇ ଗୋଛାପଡା ଥାନାରେ ଏକ ମାମଲା ରୁଜୁ ହୋଇଥିବା ବିଷୟ ଥାନା ଅଧିକାରୀ ଶ୍ରୀ ମୁନି ସୂଚନା ଦେଇଛନ୍ତି।

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 12 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories