ଆନ୍ତର୍ଜାତୀୟ ଟାଇକୋଣ୍ଡରେ ଓଡ଼ିଶାକୁ ୮ ପଦକ

Udaya_Labanya | December 28, 2022 | 38 views |0 | Breaking News


କଟକ(ଉଲ୍ଲାପ୍ର )
କଲିକତାର ଖୁଦିରାମ ଅନୁଶୀଳନ କେନ୍ଦ୍ରଠାରେ ଚଳିତ ମାସ ୧୯ ତାରିଖରୁ ୨୧ ତାରିଖ ୩ଦିନ ଧରି ଅନୁଷ୍ଠିତ କୋରିୟାନ ଟାଇକୋଣ୍ଡ ମାଷ୍ଟର ଆସୋସିଏସନ ଅଫ ଇଣ୍ଡିଆ ଓ ଜିୟଙ୍ଗ ଟାଇକୋଣ୍ଡ ଏକାଡେମୀ ପକ୍ଷରୁ ଆୟୋଜିତ ୬ତମ ଆନ୍ତର୍ଜାତୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଓଡ଼ିଶା ପ୍ରତିଯୋଗୀ ଭଲ ପ୍ରଦର୍ଶନ କରିଛନ୍ତି। ଓଡ଼ିଶା ଟାଇକୋଣ୍ଡ ଆସୋସିଏସନ ପକ୍ଷରୁ ପ୍ରତିନିଧିତ୍ଵ କରିଥିବା ପ୍ରତିଯୋଗୀ ମଧ୍ୟରୁ କିରୋଗୀ ବିଭାଗରେ ସାଇ ସ୍ୱରୂପ ସାହୁ,ମନରଞ୍ଜନ ବାରିକ, ସେକ ମୋଜାଇଲ, ସେକ ମହମ୍ମଦ ନାସିର ସ୍ଵର୍ଣ ପଦକ ପାଇଥିବା ବେଳେ ଓମ ସାଇ ,ଅଭିରୂପ ଗିରି ରୋପ୍ୟ ପଦକ ଓ ରଜତ କୁଅଁର ଓ ଆଶୁତୋଷ ବାରିକ ବ୍ରୋଞ୍ଚ ପଦକ ଅଧିକାର କରିଥିବାରୁ ରାଜ୍ୟ ସଙ୍ଘ ସମ୍ପାଦକ ଗ୍ରାଣ୍ଡ ମାଷ୍ଟର ଗୋପାଳ ଚନ୍ଦ୍ର ରାୟ ସମସ୍ତ ପ୍ରତିଯୋଗୀ ଏବଂ କୋଚ ପ୍ରଫୁଲ୍ଲ ମାସନ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ…

Udaya_Labanya | January 28, 2023 | 1 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ କମିଶନର ଓ ପ୍ରମୁଖ ସଚିବଙ୍କ ପତ୍ର କ୍ରମେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର…

ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

Udaya_Labanya | January 28, 2023 | 2 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଦୁଇଟି ପର୍ଯ୍ୟାୟରେ ଆୟୋଜିତ ହୋଇ ଉଦଯାପିତ ହୋଇଯାଇଛି।ସଂଯୁକ୍ତା ନାୟକ ଏହି କାର୍ଯ୍ୟକ୍ରମର ସଂଯୋଜିକା ଥିବା ବେଳେ ଅଧ୍ୟକ୍ଷ କାର୍ତ୍ତିକ…

Leave a Reply

Your email address will not be published. Required fields are marked *

Archives

Categories