Udaya_Labanya | January 28, 2023 | 2 views | 0
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଦୁଇଟି ପର୍ଯ୍ୟାୟରେ ଆୟୋଜିତ ହୋଇ ଉଦଯାପିତ ହୋଇଯାଇଛି।ସଂଯୁକ୍ତା ନାୟକ ଏହି କାର୍ଯ୍ୟକ୍ରମର ସଂଯୋଜିକା ଥିବା ବେଳେ ଅଧ୍ୟକ୍ଷ କାର୍ତ୍ତିକ…