କନ୍ଧମାଳ ସ୍ଵଇଛା ସେବା ସମିତି ପକ୍ଷରୁ ଅସହାୟ ଗରିବଙ୍କୁ ଖାଦ୍ୟ, କମ୍ବଳ ବଣ୍ଟନ

Udaya_Labanya | January 7, 2023 | 7 views |0 | Uncategorized


କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): ନୂତନ ବର୍ଷ ଉପଲକ୍ଷେ କନ୍ଧମାଳ ସ୍ଵଇଛା ସେବା ସମିତି ପକ୍ଷରୁ ସହରରେ ବସବାସ କରୁଥିବା ଅସହାୟ ବୃଦ୍ଧା, ବୃଦ୍ଧ, ଗରୀବମାନଙ୍କୁ ରନ୍ଧା ଖାଦ୍ୟ ସହ କମ୍ବଳ ବଣ୍ଟନ କରାଯାଇଛି। ସଂଘ ସଭାପତି ଭବାନୀ ଶଙ୍କର ହଂସ, କୃତିଦୀପନ ଭୋଇ, ସୁନୀଲ ଦିଗାଲ, ସରୋଜ ସାହୁଙ୍କ ସମେତ ଅନ୍ୟମାନେ ଏଥିରେ ସାମିଲ୍ ହୋଇଥିଲେ। ସଂଗଠନର ଏଭଳି ମହତ କାର୍ଯ୍ୟକୁ ସବୁଠି ପ୍ରସଂଶା କରାଯାଇଛି।

Share this
  •  
  •  
  •  
  •  
  •  
  •  
  •  

Related Posts

କନ୍ଧମାଳ ମହୋତ୍ସବ ୨ 0୨ ୩ ପାଇଁ…

Udaya_Labanya | January 25, 2023 | 21 views |0

ଫୁଲବାଣୀ(ସୁନୀ ଲପଟନାୟକ )କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨ 0୨ ୩ ପାଇଁ ବୁଧବାରସ୍ଥାନୀୟ ନାରାୟଣୀ ମନ୍ଦିର ରୁ ଏକ ମଶାଲ ଶୋଭାଯାତ୍ରା ଓ ସାଂସ୍କୃତିକ ଶୋଭାଯାତ୍ରା କୁ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

କନ୍ଧମାଳ ଜିଲ୍ଲା ଆଦିବାସୀଙ୍କ ଉନ୍ନତି ଉପରେ ଗୁରୁତ୍ୱାରୋପ

Udaya_Labanya | January 20, 2023 | 10 views | 0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଆଦିବାସୀ ଉନ୍ନୟନ ପରିଷଦର ଅଧ୍ୟକ୍ଷ ରୋଦନ ମଲିକ ଓ ଉପାଧ୍ୟକ୍ଷ ନଳୀନି କହଁର ଭୁବନେଶ୍ୱର ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଆଦିବାସୀ ଉନ୍ନୟନ ଉପଦେଷ୍ଟା ପ୍ରଦୀପ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଥିବା ରାଜ୍ୟ ସ୍ତରୀୟ…

Leave a Reply

Your email address will not be published. Required fields are marked *

Archives

Categories