କନ୍ଧମାଳର ବିଜେଡି ପ୍ରତିଷ୍ଠା ଦିବସ ୨୨ରେ ହେବ

Udaya_Labanya | January 13, 2023 | 11 views |0 | Breaking News


କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବିଜୁ ଜନତା ଦଳର ଜିଲା ସଭାପତି ସରୋଜ କର୍ଣ୍ଣଙ୍କ ଅଧକ୍ଷତାରେ ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଫୁଲବାଣୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଫୁଲବାଣୀ ଠାରେ ବିଜେଡିର ପ୍ରତିଷ୍ଠା ଦିବସ ପାଇଁ ଏକ ପ୍ରସ୍ତୁତି ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟ ବିହନ ନିଗମର ଅଧକ୍ଷ ବିଜୟ ନାୟକ, ମହିଳା ସଭାନେତ୍ରୀ ପୁନମ କହଁର, ଖଜୁରୀପଡା ବ୍ଲକ ଚେୟାରମ୍ୟାନ ସୁଶ୍ରୀ ଅନିମା କହଁର , ବିଧାୟକ ଅଙ୍ଗଦ କହଁର , ଜିଲା ଯୁବ ବିଜେଡି ସଭାପତି ବିଷ୍ଣୁ ଚରଣ ମଳିକ, ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ପ୍ରମୁଖ ଉପସ୍ଥିତ ରହି ଚଳିତ ମାସ ୨୨ ତାରିଖରେ କନ୍ଧମାଳର ବିଜେଡି ପ୍ରତିଷ୍ଠା ଦିବସ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଛି ।

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 12 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories