କନ୍ଧମାଳର ବିଜେଡି ପ୍ରତିଷ୍ଠା ଦିବସ ୨୨ରେ ହେବ

Udaya_Labanya | January 13, 2023 | 15 views |0 | Breaking News


କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବିଜୁ ଜନତା ଦଳର ଜିଲା ସଭାପତି ସରୋଜ କର୍ଣ୍ଣଙ୍କ ଅଧକ୍ଷତାରେ ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଫୁଲବାଣୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଫୁଲବାଣୀ ଠାରେ ବିଜେଡିର ପ୍ରତିଷ୍ଠା ଦିବସ ପାଇଁ ଏକ ପ୍ରସ୍ତୁତି ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟ ବିହନ ନିଗମର ଅଧକ୍ଷ ବିଜୟ ନାୟକ, ମହିଳା ସଭାନେତ୍ରୀ ପୁନମ କହଁର, ଖଜୁରୀପଡା ବ୍ଲକ ଚେୟାରମ୍ୟାନ ସୁଶ୍ରୀ ଅନିମା କହଁର , ବିଧାୟକ ଅଙ୍ଗଦ କହଁର , ଜିଲା ଯୁବ ବିଜେଡି ସଭାପତି ବିଷ୍ଣୁ ଚରଣ ମଳିକ, ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ପ୍ରମୁଖ ଉପସ୍ଥିତ ରହି ଚଳିତ ମାସ ୨୨ ତାରିଖରେ କନ୍ଧମାଳର ବିଜେଡି ପ୍ରତିଷ୍ଠା ଦିବସ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଛି ।

Share this

Related Posts

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 3 views |0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

ଶିବ ପ୍ରସାଦ ଭାରତୀୟ ମହିଳା କ୍ରିକେଟ ଟିମ…

Udaya_Labanya | June 7, 2023 | 3 views | 0

ଫୁଲବାଣୀ (ସୁନୀଲ ପଟନାୟକ )ବରିଷ୍ଠ କ୍ରିକେଟ ଖେଳାଳି,କନ୍ଧମାଳ ଜିଲ୍ଲା କ୍ରୀଡ଼ା ସଂଘ, ସମ୍ପାଦକ ଆଇନଜୀବୀ, ସାମ୍ବାଦିକ,ସଂଗଠକ ତଥା ଜଣାଶୁଣା ସମାଜସେବୀ ଶିବ ପ୍ରସାଦ ତ୍ରିପାଠୀ ଭାରତୀୟ ମହିଳା କ୍ରିକେଟ ଟିମ ମ୍ୟାନେଜେର ଭାବେ ନିଯୁକ୍ତ ହୋଇଛନ୍ତି l ଆସନ୍ତା କାଲି ସେ…

Leave a Reply

Your email address will not be published. Required fields are marked *

Archives

Categories