ଆଇନ ସଚେତନତା ଶିବିର

Udaya_Labanya | January 17, 2023 | 18 views |0 | Breaking News


ଫୁଲବାଣୀ -(ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ର ଗୂଦାରୀ ଠାରେ ଜିଲ୍ଲା ଦୌରାଜଜ ଙ୍କ ନିର୍ଦେଶକ୍ରମେ ଆଇନ ସେବା ପ୍ରାଧିକରଣ ଓ ପରମାନେଣ୍ଟ ଲୋକ ଅଦାଲତ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l
ଏହି ତାଲିମ ଶିବିର ରେ ମୁଖ୍ୟ ଅତିଥି ଭାବେ ଲୋକ ଅଦାଲତ ଜଜ
ଶ୍ରୀମତୀ ଅନୀତା ସାହୁ ଏବଂ ଅନ୍ୟ ତମ ଅତିଥି ଭାବେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ଶ୍ରୀମତୀ ‌ଅନୁଶିଳା ରୟ, ବାର୍ ଆସୋସିଏସନ୍ ର ସଭାପତି ତଥା ବରିଷ୍ଠ ଓକିଲ ବିଜୟ କୁମାର ମହାନ୍ତି, ସଦର ପୋଲିସ ଏସ୍ ଡି ପି ଓ ସୁପ୍ରସ୍ନ ମଲ୍ଲିକ ଙ୍କ ସମେତ
ଅନ୍ୟାନ୍ୟ ମାନ୍ୟ ଗଣ୍ୟ ବ୍ୟକ୍ତି ଯୋଗ ଦେଇ ବିଭିନ୍ନ ଆଇନ ବିଷୟରେ ଆଲୋଚନା କରିଥିଲେ ଏବଂ ଲୋକଙ୍କ ସୁବିଧା ଅସୁବିଧା ବିଷୟରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ପରମାନେଟ୍ ଲୋକ ଅଦାଲତ କୁ ଯୋଗା ଯୋଗ କରିବା ଲାଗି ଉପସ୍ଥିତମହିଳା ମାନଙ୍କୁ ପରାମର୍ଶ ଦେଇଥିଲେ
ସ୍ବେଛାସେବୀ ଅଶୋକ ପ୍ରଧାନସଭା ପରିଚାଳନା କରିଥିଲେl

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 12 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories