କନ୍ଧମାଳ ମହୋତ୍ସବ ୨ 0୨ ୩ ପାଇଁ ମଶାଲ ଶୋଭାଯାତ୍ରା ଓ ସାଂସ୍କୃତିକ ଶୋଭାଯାତ୍ରା

Udaya_Labanya | January 25, 2023 | 64 views |0 | Uncategorized


ଫୁଲବାଣୀ(ସୁନୀ ଲପଟନାୟକ )
କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨ 0୨ ୩ ପାଇଁ ବୁଧବାର
ସ୍ଥାନୀୟ ନାରାୟଣୀ ମନ୍ଦିର ରୁ ଏକ ମଶାଲ ଶୋଭାଯାତ୍ରା ଓ ସାଂସ୍କୃତିକ ଶୋଭାଯାତ୍ରା କୁ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ l
ଏହିଶୋଭାଯାତ୍ରା ବଜାର, ଗୋପବନ୍ଧୁ ଛକ ଦେଇ ଷ୍ଟାଡିୟମ ରେ ପହଞ୍ଚିଥିଲା l
ଅନ୍ୟମାନଙ୍କ ମଧ୍ୟରେ ଉପଜିଲାପାଳ ଶେଷ ଦେବ ମିଶ୍ର, ଫୁଲବାଣୀ ବିଡ଼ିଓ ପ୍ରବୀଣ କୁମାର ବାଣୁଆ, ଜିଲ୍ଲା ସଂସ୍କୃତି ଅଧିକାରୀ ଅକ୍ଷୟ ସେଠି, ଙ୍କ ସମେତ ବହୁ କଳାକାର, କଳାପ୍ରେମୀ ଓ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ l
ଜିଲାର ଫୁଲବାଣୀ ସମେତ ସମସ୍ତ ବ୍ଲକ ଅଂଚଳ ରୁ ପାରମ୍ପରିକ ବେଶ ରେ ଲୋକନୃତ୍ୟ ଦଳ ଶୋଭା ଯାତ୍ରା ରେ ଯାଇଥିଲେ l

Share this

Related Posts

ଜାତୀୟ ଶିକ୍ଷାନୀତିର ସଫଳ ରୂପାୟନ କର୍ମଶାଳା

Udaya_Labanya | May 30, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ବେଚ୍ଛାସେବୀ ସଂଗଠନ ‘ସ୍ବାତୀ’ ଏବଂ ‘କ୍ରାଏ’ ପକ୍ଷରୁ ଜାତୀୟ ଶିକ୍ଷାନୀତି ର ସଫଳ ରୂପାୟନ ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ ବିଜୟକୃଷ୍ଣ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ…

ଶାଶୁ ଶଶୁରଙ୍କୁ ଥାନାକୁ ଟାଣିଲେ ଓଏଏସ ବୋହୁ

Udaya_Labanya | May 14, 2023 | 16 views | 0

କୋରାପୁଟ ( ଉଲ୍ଲାପ୍ର )ଶାଶୁ ଶ୍ୱଶୁରଙ୍କୁ ଥାନାକୁ ଟାଣିଲେ OAS ବୋହୂ l ମହଙ୍ଗା ପଡ଼ିଲା ମାଟ୍ରିମୋନିରୁ ଜୀବନ ସାଥୀ ଚୟନ। ଜଣେ OAS ଅଧିକାରିଣୀଙ୍କୁ ବିବାହ କରି ହରଡ଼ଘଣାରେ ପଡ଼ିଛନ୍ତି ନିଜକୁ ନାଲକୋର ଡେପୁଟୀ ମ୍ୟାନେଜର କହୁଥିବା ସ୍ବାମୀ। ପତ୍ନୀଙ୍କ…

Leave a Reply

Your email address will not be published. Required fields are marked *

Archives

Categories