ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମହିଳାଙ୍କୁ ଆକ୍ରମଣ ସହ ଗଣବଳାତ୍କାର ଅଭିଯୋଗ

Udaya_Labanya | January 25, 2023 | 11 views |0 | Breaking News


କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଆକ୍ରମଣ ସହ ଗଣବଳାତ୍କାର କରାଯାଇଛି। ଗତ ରବିବାର ସନ୍ଧ୍ୟାରେ ସମ୍ପୃକ୍ତା ମହିଳାଙ୍କ ସ୍ବାମୀ ନ ଥିଲେ। କେତେଜଣ ଯୁବକ ବିଭିନ୍ନ ମାରଣାସ୍ତ୍ର ଧରି ଘରେ ପଶି ପ୍ରଥମେ ତାଙ୍କ କାରର ଆଗପଛ କାଚ ଭାଙ୍ଗିଥିଲେ। ପ୍ରତିରୋଧ କରିବାରୁ ସେମାନେ ଗଣବଳାତ୍କାର କରିଥିବା ମହିଳା ଜଣକ ସଦର ଥାନାରେ ଅଭିଯୋଗ କରିଛନ୍ତି। ପୀଡ଼ିତା ଏବଂ ତାଙ୍କ ସ୍ବାମୀ କହିଛନ୍ତି ଯେ, ପ୍ରାୟ ୨ ମାସ ପୂର୍ବେ ଜଣେ ବ୍ୟକ୍ତିଙ୍କ ସହିତ ତାଙ୍କର ଝଗଡ଼ା ହୋଇଥିଲା। ସେହି ରାଗ ଶୁଝାଇବାକୁ ସମ୍ପୃକ୍ତ ବ୍ୟକ୍ତିମାନେ ଏଭଳି କାଣ୍ଡ କରିଛନ୍ତି। ଏ ନେଇ ଥାନାରେ ନଂ.୧୨/୨୩ରେ ମାମଲା ରୁଜୁ ହୋଇଛି। ମାମଲାକୁ ଭିର୍ତ୍ତି କରି ସଦର ଥାନା ପୋଲିସ ତଦନ୍ତ ଅବ୍ୟାହତ ରଖିଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 12 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories