ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

Udaya_Labanya | January 28, 2023 | 9 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଦୁଇଟି ପର୍ଯ୍ୟାୟରେ ଆୟୋଜିତ ହୋଇ ଉଦଯାପିତ ହୋଇଯାଇଛି।ସଂଯୁକ୍ତା ନାୟକ ଏହି କାର୍ଯ୍ୟକ୍ରମର ସଂଯୋଜିକା ଥିବା ବେଳେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ସଭାପତି ଆସନ ଗ୍ରହଣ କରିଥିଲେ ।ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ପ୍ରତ୍ୟୁଷ ରଞ୍ଜନ ଶତପଥୀ, ସମ୍ମାନିତ ଅତିଥି ରୂପେ ଅବସରପ୍ରାପ୍ତ ପ୍ରାଧ୍ୟାପକ ସୁରେଶକୁମାର ଦାସ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼.ମଧୁସୂଦନ ମହାପାତ୍ର ଯୋଗଦେଇ ପ୍ରଶିକ୍ଷଣ ଶିବିରର ଅପରିହାର୍ଯ୍ୟତା ସମ୍ପର୍କରେ ବୁଝାଇ ଥିଲେ। ଉପସ୍ଥିତ ଅତିଥି ମାନେ ପ୍ରଶିକ୍ଷାର୍ଥିନୀ ମାନଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ତାଲିମ୍ ଶିବିରର ଉପାଦେୟତା ଛାତ୍ରୀ ମାନେ ବଖାଣି ନିଜ ଅନୁଭୂତି କହିଥିଲେ।

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 7 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 17 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories