ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ

Udaya_Labanya | January 28, 2023 | 8 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ କମିଶନର ଓ ପ୍ରମୁଖ ସଚିବଙ୍କ ପତ୍ର କ୍ରମେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଙ୍କ ସଭାପତିତ୍ବରେ ଆବାହକ ଡ଼.ବିଭୂତିଭୂଷଣ ଆଚାର୍ଯ୍ୟ ଶୈକ୍ଷିକ ପରାମର୍ଶ ଦାତା ଅଧ୍ୟାପକ ତେଜେଶ୍ଵର ନାୟକ, ବରିଷ୍ଠ ପ୍ରାଧ୍ୟାପକ ଲଲାଟେନ୍ଦୁ ଦଳପତି, ଅଧ୍ୟାପକ ହିମାଂଶୁ ଚରଣ ସାହୁ, ପ୍ରଦୀପ୍ତକୁମାର ନାୟକ, ହିମନ୍ ଦିବାକା, ଅଧ୍ୟାପିକା ସୁଲୋଚନା କହଁର, ଦୁଷ୍ମନ୍ତ ଶବର, କୃଷ୍ଣଚନ୍ଦ୍ର ପଣ୍ଡା ଅଧ୍ୟାପିକା ଅରୁନ୍ଧତୀ ପ୍ରଧାନ, ସୁରେଶକୁମାର ମିଶ୍ର କ୍ରୀଡା ପ୍ରଶିକ୍ଷକ ଗଙ୍ଗାଧର ପଣ୍ଡା ପ୍ରମୁଖ ଉପସ୍ଥିତରହି ଉଦବୋଧନ ଦେଇଥିଲେ। ଅଭିଭାବକ ମାନେ ମଧ୍ୟ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ।ଶେଷଗିରି ରାଓ ଆଚାରୀ, ସୈ।ଭାଗିନୀ ଦାଶ, ସୁବାସ ଚନ୍ଦ୍ର ଡାକୁଆ, କାର୍ତ୍ତିକ ଚନ୍ଦ୍ର ସାମଲ ପ୍ରମୁଖ ଉପସ୍ଥିତ ରହି ଆଲୋଚନା ରେ ଅଂଶଗ୍ରହଣ କରିଥିଲେ।

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories