ଶହୀଦ ଦିବସ ଅବସରରେ ସମବେତ ନୀରବ ପ୍ରାର୍ଥନା

Udaya_Labanya | January 31, 2023 | 10 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଯୁକ୍ତ 2ଓ ଯୁକ୍ତ ୩ କଳା, ବାଣିଜ୍ୟ ଓ ବିଜ୍ଞାନ ସମ୍ମାନ ଶ୍ରେଣୀ ଗୃହରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ସମସ୍ତ ଛାତ୍ର ଛାତ୍ରୀଙ୍କ ପକ୍ଷରୁ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ଏଥିରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ମୁଖ୍ୟ ଅଧ୍ୟାପକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ଶୈକ୍ଷିକ ପରାମର୍ଶ ଦାତା ତଥା ଇଂରାଜୀ ବିଭାଗ ମୁଖ୍ୟ ଅଧ୍ୟାପକ ତେଜେଶ୍ଵର ନାୟକ, ପ୍ରମୁଖ ଉପସ୍ଥିତ ରହି ଶହୀଦ ଦିବସର ମହତ୍ୱ ସମ୍ପର୍କରେ ବୁଝାଇଥିଲେ l ଶେଷରେ ଅଧ୍ୟକ୍ଷ ଶ୍ରୀ ସି ଧନ୍ୟବାଦ ଅର୍ପଣ କରିଥିଲେ l

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 7 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 17 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories