ଆଠଗଡ ସାହିତ୍ୟ ସମାଜ କବିତା ଆସର ଅନୁଷ୍ଠିତ

Udaya_Labanya | February 5, 2023 | 183 views |0 | Breaking News

ଆଠଗଡ(ଉଲ୍ଲାପ୍ର )ଆଠଗଡ ସାହିତ୍ୟ ସମାଜର କବିତା ଆସର ସ୍ଥାନୀୟ ମହାତ୍ମାଗାନ୍ଧୀ ଇଂରାଜୀ ମିଡ଼ିଅମ ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି,ଉପସଭାପତି ସୁରେଶ ଚନ୍ଦ୍ର ପରିଡାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଖୁଣ୍ଟୁଣୀ ରାଧାନାଥ ରଥ ବିଜ୍ଞାନ ମହାବିଦ୍ୟାଳୟର ଇତିହାସ ବିଭାଗ ଅଧ୍ୟାପକ ତଥା ରାଜ୍ୟ ଜାତୀୟ ସେବା ସଂସ୍ଥା ଅଭିଯାନର ମୁଖ୍ୟ ଡ଼ ମନୋରଞ୍ଜନ ମହାନ୍ତି ଏବଂ ମୁଖ୍ୟବକ୍ତା ଭାବେ ଅବସର ପ୍ରାପ୍ତ ଶିକ୍ଷକ ସୁଭାଷ ଚନ୍ଦ୍ର ନାୟକ ଯୋଗଦେଇ କହିଲେ ଆମ ଓଡ଼ିଆର ପରମ୍ପରା ଏବେ ଭୁ ଲୁଣ୍ଠିତ ହେବାକୁ ଯାଉଛି, ଓଡ଼ିଆକୁ

ବଞ୍ଚାଇବାକୁ ହେଲେ ସାହିତ୍ୟ ସମାଜ ଭଳି ଅନୁଷ୍ଠାନ ମାନେ ଆଗେଇ ଆସିଲେ ଓଡ଼ିଆ ଭାଷା, ସାହିତ୍ୟ ବଞ୍ଚି ପାରିବ,ଏହି ସଭାରେ ଆଠଗଡ ସାହିତ୍ୟ ସମାଜ ସମ୍ପାଦକ ଲଲାଟେନ୍ଦୁ ସେନାପତି ଅତିଥି ପରିଚୟ ସହିତ ସମ୍ପାଦକୀୟ ବିବରଣୀ ପ୍ରଦାନ କରିଥିଲେ, ବରିଷ୍ଠ ସଭ୍ୟ ତଥା ସାହିତ୍ୟିକ ସରୋଜ କୁମାର ମହାନ୍ତି ଧନ୍ୟବାଦ ପ୍ରଦାନ କରିଥିଲେ, କବିତା ଆସର ରେ କୋଡିଏ ରୁ ଅଧିକ କବି କବିତାପାଠ କରିଥିଲେ,

Share this

Related Posts

ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର…

Udaya_Labanya | March 25, 2023 | 12 views |0

ଫୁଲବାଣୀ (ସୁନୀଲ ପଟନାୟକ )ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର ସଭାପତି ହେଲେ କନ୍ଧମାଳ ର ଯୁବ ସମାଜସେବୀ ଦେବାଶିଷ ସାହାଣୀ lଦେବାଶିଷ ଙ୍କୁ ରାଜ୍ୟ ଶାଖା ତରଫରୁ ମନନୀତ କରାଯାଇଛି lଶନିବାର ଅନୁଷ୍ଠିତ ସଭାରେ ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ…

ଆଠଗଡ ବ୍ଲକ ଅମଲା ସଙ୍ଘ ଗଠିତ,

Udaya_Labanya | March 24, 2023 | 140 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ବ୍ଲକ ଅମଲା ସଙ୍ଘ ବୈଠକ ସ୍ଥାନୀୟ କୃଷି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି,ଏଥିରେ ସଭାପତି ଭାବେ ଅଜୟ କୁମାର ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି, ମୁଖ୍ୟତଃ 1900 ଗ୍ରେଡ଼ ପେ କୁ 4200 କୁ ବୃଦ୍ଧି କରିବାପାଇଁ…

Leave a Reply

Your email address will not be published. Required fields are marked *

Archives

Categories