ଫିରିଙ୍ଗିଆ ପୋଲିସ ର ଚଢ଼ାଉ, ଅଢ଼େଇ କୁଇଣ୍ଟାଲ ରୁ ଊର୍ଧ୍ଵ ଗଂଜେଇ ଜବତ

Udaya_Labanya | February 16, 2023 | 23 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
ବୁଧବାର ଫିରିଙ୍ଗିଆ ପୋଲିସଥାନା ଅଧିକାରୀ ତପନ କୁମାର ନାହାକ ଙ୍କ ନେତ୍ତୃତ୍ଵରେ ପୋଲିସ ଟିମ ଲପ ଟଙ୍ଗିଆ ଗ୍ରାମ ରେ ଚଢ଼lଉ କରିଅଢେଇ କୁଇଣ୍ଟାଲ ରୁ ଊର୍ଧ୍ଵ ଗଂଜେଇ ଜବତ କରିଛି l ବହୁ ପରିମାଣ ର ଗଂଜେଇ ଚୋରା ଚାଲାଣ ପାଇଁ ପ୍ରସ୍ତୁତ ଚାଲିଥିବା ବେଳେ କୌଣସି ସୁତ୍ର ରୁ ଖବର ପାଇ ପୋଲିସ ଟିମ ଚଢ଼ାଉ କରି ଜବତ କରିଥିଲେ l ତେବେ ଅଭିଯୁକ୍ତମାନେ ଘଞ୍ଚ ଜଙ୍ଗଲ ର ସୁଯୋଗ ନେଇ ଚମ୍ପଟ ମାରିଥିଲେ l
ଫିରିଙ୍ଗିଆ ପୋଲିସ ୨୫ /୨୩ ରେ ମାମଲା ରୁଜ୍ଜୁ କରିଥିବା ଥାନା ଅଧିକାରୀ ତପନ ନାହାକ କହିଛନ୍ତି l
ଥାନା ଅଧିକାରୀ ତପନ ନାହାକ ଥାନା ଅଧିକାରୀ ଭାବେ ଯୋଗ ଦେବାର ମାସ କେଇଟା ରେ ଗଂଜେଇ ମାଫିଆ ଙ୍କୁ ସା ବାଡ଼ କରିବାରେ ସଫଳ ହୋଇଛନ୍ତି lଫଳରେ ଅଂଚଳରେକୋକୁଆ ଭୟ ସୃଷ୍ଟିହୋଇଛି l

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories