ଗୋଛାପଡା ପୋଲିସ ର ଚଢ଼ାଉ,ବିପୁଳ ଗଂଜେଇ ଜବତ

Udaya_Labanya | February 21, 2023 | 25 views |0 | Breaking News , District , State


ଫୁଲବାଣୀ (ସୁନୀଲ ପଟନାୟକ )
କ ନ୍ଧମାଳ ପୋଲିସ ଏସପି ସୁଧାଂଶୁ କୁମାର ପାତ୍ର ଙ୍କ ନିର୍ଦେଶ କ୍ରମେ ମଙ୍ଗଳବାର ଗୋଚ୍ଛା ପଡ଼ା ପୋଲିସଥାନା ଅଧିକାରୀ ରଂଜିତ କୁମାର ମୁନି ଙ୍କ ନେତ୍ତୃତ୍ଵରେ ଲୁଇସି ସିଂ ପୋଲ ନିକଟ କଟିମାସ୍କା ଛକ ରେ ଚଢ଼lଉ କରି ସାତ କୁଇଣ୍ଟାଲ ରୁ ଊର୍ଧ୍ଵ ଗଂଜେଇ ଜବତ କରିଛି l ବହୁ ପରିମାଣ ର ଗଂଜେଇ ଚୋରା ଚାଲାଣ ପାଇଁ ପ୍ରସ୍ତୁତ ଚାଲିଥିବା ବେଳେ କୌଣସି ସୁତ୍ର ରୁ ଖବର ପାଇ ପୋଲିସ ଟିମ ଚଢ଼ାଉ କରି ୭ କୁଇଣ୍ଟାଲ ୧ ୩ କେଜି ଗଂଜେଇ ଜବତ କରିବା ସହ ଏଥିରେ ବ୍ୟବହୃତ ଓ ଡ଼ି -03E4718ନମ୍ବର ଏକ ପିକଅପ ଭ୍ୟାନ୍ସମେତ ୩ଟି ବାଇକ ଜବତ କରିଥିବା ଥାନା ଅଧିକାରୀ ରଂଜିତ କୁମାର ମୁନି କହିଛନ୍ତି l

ଗୋଛାପଡା ପୋଲିସ ୩ 0/୨୩ ରେ ମାମଲା ରୁଜ୍ଜୁ କରିଥିବା ଥାନା ଅଧିକାରୀ ମୁନି କହିଛନ୍ତି l
ତେବେ ଏହି ମାମଲାରେ ସମ୍ପୃକ୍ତ ଥିବା ଏକାଧିକ ଅଭିଯୁକ୍ତ ଘଞ୍ଚ ଜଙ୍ଗଲ ର ସୁଯୋଗ ନେଇ ଫେରାର ହୋଇଯାଇ ଛନ୍ତି lସେମାନଙ୍କୁ ଅତି ଶୀଘ୍ର ଗିରଫ କରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନ ରେ ଚଢ଼ାଉ କରୁଥିବା ଥାନା ଅଧିକାରୀ ମୁନି କହିଛନ୍ତି l
ଥାନା ଅଧିକାରୀ ଥାନା ଅଧିକାରୀମୁନି ଗଂଜେଇ ମାଫିଆ ଙ୍କୁ ସା ବାଡ଼ କରିବାରେ ସଫଳ ହୋଇଛନ୍ତି lଫଳରେ ଅଂଚଳରେକୋକୁଆ ଭୟ ସୃଷ୍ଟିହୋଇଛି l ଗତ ମାସକ ମଧ୍ୟରେ ଗୋଛାପଡା ପୋଲିସ ବିଭିନ୍ନ ସ୍ଥାନ ରେ ଚଢ଼ାଉ କରି ପ୍ରାୟ ପନ୍ଦର କୁଇଣ୍ଟାଲ ରୁ ଉର୍ଦ୍ଧ ଗଂଜେଇ ଜବତ କରି ନିଜର ଦକ୍ଷତା ପ୍ରମାଣିତ କରିଛି l

Share this

Related Posts

ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର…

Udaya_Labanya | March 25, 2023 | 12 views |0

ଫୁଲବାଣୀ (ସୁନୀଲ ପଟନାୟକ )ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର ସଭାପତି ହେଲେ କନ୍ଧମାଳ ର ଯୁବ ସମାଜସେବୀ ଦେବାଶିଷ ସାହାଣୀ lଦେବାଶିଷ ଙ୍କୁ ରାଜ୍ୟ ଶାଖା ତରଫରୁ ମନନୀତ କରାଯାଇଛି lଶନିବାର ଅନୁଷ୍ଠିତ ସଭାରେ ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ…

ଆଠଗଡ ବ୍ଲକ ଅମଲା ସଙ୍ଘ ଗଠିତ,

Udaya_Labanya | March 24, 2023 | 140 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ବ୍ଲକ ଅମଲା ସଙ୍ଘ ବୈଠକ ସ୍ଥାନୀୟ କୃଷି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି,ଏଥିରେ ସଭାପତି ଭାବେ ଅଜୟ କୁମାର ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି, ମୁଖ୍ୟତଃ 1900 ଗ୍ରେଡ଼ ପେ କୁ 4200 କୁ ବୃଦ୍ଧି କରିବାପାଇଁ…

Leave a Reply

Your email address will not be published. Required fields are marked *

Archives

Categories