ଫିରିଙ୍ଗିଆ ପୋଲିସ ର ଚଢ଼ାଉ, ଏକ କୁଇଣ୍ଟାଲ ରୁ ଊର୍ଧ୍ଵ ଗଂଜେଇ ଜବତ

Udaya_Labanya | February 21, 2023 | 9 views |0 | Breaking News , ରାଜ୍ୟ ଖବର


ଫୁଲବାଣୀ (ସୁନୀଲ ପଟନାୟକ )
ମଙ୍ଗଳବାର ଫିରିଙ୍ଗିଆ ପୋଲିସଥାନା ଅଧିକାରୀ ତପନ କୁମାର ନାହାକ ଙ୍କ ନେତ୍ତୃତ୍ଵରେ ପୋଲିସ ଟିମ ଡାହାନୀ ଛକ ରେ ଚଢ଼lଉ କରି ଏକ କୁଇଣ୍ଟାଲ ରୁ ଊର୍ଧ୍ଵ ଗଂଜେଇ ଜବତ କରିଛି l ବହୁ ପରିମାଣ ର ଗଂଜେଇ ଚୋରା ଚାଲାଣ ପାଇଁ ପ୍ରସ୍ତୁତ ଚାଲିଥିବା ବେଳେ କୌଣସି ସୁତ୍ର ରୁ ଖବର ପାଇ ପୋଲିସ ଟିମ ଚଢ଼ାଉ କରି ଜବତ କରିବା ସହ ୨ ଜଣ ଅଭିଯୁକ୍ତ କୁ ଗିରଫ କରିବାରେ ସଫଳହୋଇଥିଲା l
ଫିରିଙ୍ଗିଆ ପୋଲିସ ୩୧/୨୩ ରେ ମାମଲା ରୁଜ୍ଜୁ କରିଥିବା ଥାନା ଅଧିକାରୀ ତପନ ନାହାକ କହିଛନ୍ତି l
ଥାନା ଅଧିକାରୀ ତପନ ନାହାକ ଥାନା ଅଧିକାରୀ ଭାବେ ଯୋଗ ଦେବାର ମାସ କେଇଟା ରେ ଗଂଜେଇ ମାଫିଆ ଙ୍କୁ ସା ବାଡ଼ କରିବାରେ ସଫଳ ହୋଇଛନ୍ତି ଫଳରେ ଅଂଚଳରେକୋକୁଆ ଭୟ ସୃଷ୍ଟିହୋଇଛି lତେବେ ତଦନ୍ତ ପରେ ଆଜି ୨ ଜଣ ଅଭିଯୁକ୍ତ କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନାଧିକାରୀ ନାହାକ ସୂଚନା ଦେଇଛନ୍ତି l ଗତ ମାସକ ମଧ୍ୟରେ ଫିରିଙ୍ଗିଆ ପୋଲିସ ବିଭିନ୍ନ ସ୍ଥାନ ରେ ଚଢ଼ାଉ କରି ପ୍ରାୟ ପାଞ୍ଚ କୁଇଣ୍ଟାଲ ରୁ ଉର୍ଦ୍ଧ ଗଂଜେଇ ଜବତ କରି ନିଜର ଦକ୍ଷତା ପ୍ରମାଣିତ କରିଛି l

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 8 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 18 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories