ଫିରିଙ୍ଗିଆ ପୋଲିସ ର ସଫଳତା ୮ କୁଇଣ୍ଟାଲ ରୁ ଊର୍ଧ୍ଵ ଗଂଜେଇ ଜବତ

Udaya_Labanya | February 27, 2023 | 12 views |0 | Breaking News , District


ଫୁଲବାଣୀ (ସୁନୀଲ ପଟନାୟକ )
ସୋମବାର ଫିରିଙ୍ଗିଆ ପୋଲିସ
କୁ ମିଳିଛି ବଡ଼ ସଫଳତା lକନ୍ଧମାଳ ଏସପି ଶୁଭେନ୍ଦୁ କୁମାର ପାତ୍ର ଙ୍କ ନିର୍ଦେଶ କ୍ରମେ ଫିରିଙ୍ଗିଆ ଥାନା ଅଧିକାରୀ ତପନ କୁମାର ନାହାକ ଙ୍କ ନେତ୍ତୃତ୍ଵରେ ପୋଲିସ ଟିମ ଉପର ପାଙ୍ଗା ପଂଚାୟତ ର ଶିକାରୀ ଗ୍ରାମ ନିକଟ ଜଙ୍ଗଲ ରେ ଏକ କୁଡ଼ିଆ ଘର ଉପରେ ଚଢ଼lଉ କରି ୮ କୁଇଣ୍ଟାଲ୨ ୫ କେଜି ଗଂଜେଇ ଜବତ କରିଛି l ବହୁ ପରିମାଣ ର ଗଂଜେଇ ଚୋରା ଚାଲାଣ ପାଇଁ ପ୍ରସ୍ତୁତ ଚାଲିଥିବା ବେଳେ କୌଣସି ସୁତ୍ର ରୁ ଖବର ପାଇ ପୋଲିସ ଟିମ ଚଢ଼ାଉ କରି ଜବତକରିଥିଲେ l ତେବେ ପୋଲିସ ଟିମ ku ଦେଖି ଅଭିଯୁକ୍ତ ମାନେଘଞ୍ଚ ଜଙ୍ଗଲ ଭିତରକୁ ଚାଲିଯାଇଥିଲେ l
ଫିରିଙ୍ଗିଆ ପୋଲିସ ୩୫ /୨୩ ରେ ମାମଲା ରୁଜ୍ଜୁ କରିଥିବା ଥାନା ଅଧିକାରୀ ତପନ ନାହାକ କହିଛନ୍ତି l
ଥାନା ଅଧିକାରୀ ତପନ ନାହାକ ଥାନା ଅଧିକାରୀ ଭାବେ ଯୋଗ ଦେବାର ମାସ କେଇଟା ରେ ଗଂଜେଇ ମାଫିଆ ଙ୍କୁ ସା ବାଡ଼ କରିବାରେ ସଫଳ ହୋଇଛନ୍ତି ଫଳରେ ଅଂଚଳରେକୋକୁଆ ଭୟ ସୃଷ୍ଟିହୋଇଛି lତେବେ ଅଭିଯୁକ୍ତ ମାନକୁ ଅତିଶୀଘ୍ର ଗିରଫ କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଥାନାଧିକାରୀ ନାହାକ ସୂଚନା ଦେଇଛନ୍ତି l ଗତ ମାସକ ମଧ୍ୟରେ ଫିରିଙ୍ଗିଆ ପୋଲିସ ବିଭିନ୍ନ ସ୍ଥାନ ରେ ଚଢ଼ାଉ କରି ପ୍ରାୟ ୨ ୫ କୁଇଣ୍ଟାଲ ରୁ ଉର୍ଦ୍ଧ ଗଂଜେଇ ଜବତ କରି ନିଜର ଦକ୍ଷତା ପ୍ରମାଣିତ କରିଛି l

Share this

Related Posts

ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର…

Udaya_Labanya | March 25, 2023 | 12 views |0

ଫୁଲବାଣୀ (ସୁନୀଲ ପଟନାୟକ )ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର ସଭାପତି ହେଲେ କନ୍ଧମାଳ ର ଯୁବ ସମାଜସେବୀ ଦେବାଶିଷ ସାହାଣୀ lଦେବାଶିଷ ଙ୍କୁ ରାଜ୍ୟ ଶାଖା ତରଫରୁ ମନନୀତ କରାଯାଇଛି lଶନିବାର ଅନୁଷ୍ଠିତ ସଭାରେ ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ…

ଆଠଗଡ ବ୍ଲକ ଅମଲା ସଙ୍ଘ ଗଠିତ,

Udaya_Labanya | March 24, 2023 | 140 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ବ୍ଲକ ଅମଲା ସଙ୍ଘ ବୈଠକ ସ୍ଥାନୀୟ କୃଷି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି,ଏଥିରେ ସଭାପତି ଭାବେ ଅଜୟ କୁମାର ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି, ମୁଖ୍ୟତଃ 1900 ଗ୍ରେଡ଼ ପେ କୁ 4200 କୁ ବୃଦ୍ଧି କରିବାପାଇଁ…

Leave a Reply

Your email address will not be published. Required fields are marked *

Archives

Categories