ଗୀତ ଗୋବିନ୍ଦ ଭବନ ରେ ମାରୁତି ସେନାର ଚତୁର୍ଥ ବାର୍ଷିକୀ ପାଳିତ

Udaya_Labanya | February 28, 2023 | 21 views |0 | Breaking News , District , ରାଜ୍ୟ ଖବର

ଭୁବନେଶ୍ୱର (ଉଲ୍ଲାପ୍ର )ଭୁବନେଶ୍ୱର ଗୀତ ଗୋବିନ୍ଦ ଭବନ ପରିସରରେ ଓଡ଼ିଶା ର ଅଗ୍ରଣି ସ୍ୱେଚ୍ଛାସେବୀ ସଙ୍ଗଠନ ମାରୁତି ସେନା ର ଚତୁର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି।
ଏଥିରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଅନୁଷ୍ଠାନ ଏବଂ ସମାଜ ସେବୀ ମାନଙ୍କୁ ସମ୍ମାନିତ କରାଯାଇଥିଲା।
ସେଥି ମଧ୍ୟରୁ ବାଲେଶ୍ୱର ଜିଲ୍ଲାର ଏକ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ
ସର୍ବମଙ୍ଗମ୍ ପରିବାର ର ସାଧାରଣ ସମ୍ପାଦକ “ଶ୍ରୀ କିଶୋର କୁମାର ମହାନ୍ତି ” ଙ୍କୁ ସେବା ସମ୍ମାନରେ ସମ୍ମାନୀତ କରାଯାଇଛି। ଏହା ବାଲେଶ୍ୱର ଜିଲ୍ଲା ପାଇଁ ଏକ ଗର୍ବ ଓ ଗୌରବର ବିଷୟ ଅଟେ।

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 8 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 18 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories