କନ୍ଧମାଳ କୁଇ ସମାଜ ସେବା ସମିତି କର୍ମକର୍ତ୍ତା ମାନେ ଜଙ୍ଗଲରେ ନିଆଁ ଲିଭାଇଲେ

Udaya_Labanya | March 3, 2023 | 7 views |0 | Breaking News , District , Headlines


କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା କୁଇ ସମାଜ ସେବା ସମିତି ଫୁଲବାଣୀ ତରଫରୁ କେନ୍ଦ୍ର କର୍ମ କର୍ତ୍ତା ମୁଖ୍ୟ ସଭ୍ୟ ଗୈାତମ ପ୍ରଧାନ, ସମ୍ପାଦକ ଅବନୀ କୁମାର କହଁର, ସହସମ୍ପାଦକ ଅଚ୍ୟୁତ ଯାନୀ, କୋଷାଧ୍ୟକ୍ଷ ଭାବିନ୍ଦ୍ର କହଁର, ସାଂସ୍କୃତିକ ଉପଦେଷ୍ଟା ବିରେନ୍ଦ୍ର କୁମାର କହଁର ଗୋଛାପଡା ଶାଖା କୁଇ ସମାଜ ସେବା ସମିତିର ବାର୍ଷିକ ଅଧିବେଶନରେ ଯୋଗ ଦେବା ପାଇଁ ଯାଉଥିବା ସମୟରେ ଫୁଲବାଣୀ ବ୍ଲକ କଟ୍ରିଗିଂଆ ଘାଟି ରାସ୍ତା ପାଖ ଜଗଂଲରେ ଲାଗିଥିବା ନିଆଁ କୁ ଦେଖିବା ପରେ ସେଠାରେ ଅଟକି ନିଆଁ ଲିଭାଇବା କାର୍ଯ୍ୟ କରିଥିଲେ। କୁଇ ସମାଜ ସେବା ସମିତି ଫୁଲବାଣୀ ତରଫରୁ ନିବେଦନ ଜଗଂଲକୁ ନିଆଁ ଦାଉରୁ ରକ୍ଷା କରିବା ଏବଂ ପରିବେଶକୁ ସୁରକ୍ଷା ଦେବା ସହ ବନ୍ୟ ଜନ୍ତୁଙ୍କୁ ସୁରକ୍ଷା ଦେବା ପାଇଁ ଲୋକଙ୍କୁ ସଚେତନର ବାର୍ତ୍ତା ଦେଇଥିବା ଦେଖାଯାଇଛି।

Share this

Related Posts

ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର…

Udaya_Labanya | March 25, 2023 | 12 views |0

ଫୁଲବାଣୀ (ସୁନୀଲ ପଟନାୟକ )ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର ସଭାପତି ହେଲେ କନ୍ଧମାଳ ର ଯୁବ ସମାଜସେବୀ ଦେବାଶିଷ ସାହାଣୀ lଦେବାଶିଷ ଙ୍କୁ ରାଜ୍ୟ ଶାଖା ତରଫରୁ ମନନୀତ କରାଯାଇଛି lଶନିବାର ଅନୁଷ୍ଠିତ ସଭାରେ ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ…

ଆଠଗଡ ବ୍ଲକ ଅମଲା ସଙ୍ଘ ଗଠିତ,

Udaya_Labanya | March 24, 2023 | 140 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ବ୍ଲକ ଅମଲା ସଙ୍ଘ ବୈଠକ ସ୍ଥାନୀୟ କୃଷି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି,ଏଥିରେ ସଭାପତି ଭାବେ ଅଜୟ କୁମାର ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି, ମୁଖ୍ୟତଃ 1900 ଗ୍ରେଡ଼ ପେ କୁ 4200 କୁ ବୃଦ୍ଧି କରିବାପାଇଁ…

Leave a Reply

Your email address will not be published. Required fields are marked *

Archives

Categories