ସିମେଣ୍ଟ ବୋଝେଇ ଟ୍ରକ ପଛ ପଟୁ ଧକ୍କା ଦେଲା ଆଇସକ୍ରିମ ବୋଝେଇ ଗାଡି

Udaya_Labanya | March 9, 2023 | 7 views |0 | Breaking News , District , State , ରାଜ୍ୟ ଖବର


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସବ ଜେଲ ନିକଟରେ ପୂର୍ବରୁ ରହିଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ ପଛ ପଟୁ ତୁମୁଡିବନ୍ଧ ଆଡୁ ଆସୁଥିବା ଏକ ଆଇସକ୍ରିମ ବୋଝେଇ ଗାଡି ଭାରସାମ୍ୟ ହରାଇ ଧକ୍କା ଦେବାରୁ ଆଇସକ୍ରିମ ଗାଡିର ସମ୍ମୁଖ ଭାଗ କ୍ଷତି ଘଟି ଥିବା ବେଳେ ଅନ୍ୟ କାହାର କିଛି କ୍ଷୟକ୍ଷତି ହୋଇନାହିଁ l ଖବର ପାଇ ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଅବ୍ୟାହତ ଥିବା ବିଷୟ ଥାନା ଅଧିକାରୀ ବାବା ଶଙ୍କର ସରାଫ ପ୍ରକାଶ କରିଛନ୍ତି l

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 8 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 18 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories