କଇଁପୁର ସ୍ୱାସ୍ଥ୍ୟ ଉପକେନ୍ଦ୍ରରେ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ ହୋଇ ଯାଇଛି

Udaya_Labanya | March 14, 2023 | 17 views |0 | District , Headlines , Social


ଆଜି ଜାମଦା ବ୍ଲକ ଅନ୍ତର୍ଗତ କଇଁପୁର ସ୍ୱାସ୍ଥ୍ୟ ଉପକେନ୍ଦ୍ରର ମୁଖ୍ୟ ଅଧିକାରୀ ଶ୍ରୀଯୁକ୍ତ ବିଷ୍ଣୁ ଚନ୍ଦ୍ର ମୁର୍ମୁଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି |ଏଥିରେ କଇଁପୁର ଗ୍ରାମର ଆଶା ରେଖା ନାଥ ଓ ବାଘିଆ ଗ୍ରାମର ଆଶା ସେବତୀ ସୋରେନ ସମେତ ଅନେକ ଗର୍ଭବତୀ ମାଆ, ବୃଦ୍ଧ ବୃଦ୍ଧା ତଥା କଲେଜ ଛାତ୍ର ଛାତ୍ରୀ ପ୍ରମୁଖ ଯୋଗ ଦେଇଥିଲେ |ଶ୍ରୀ ଯୁକ୍ତ ମୁର୍ମୁ ଯୋଗ ମାଧ୍ୟମରେ ଶରୀର କିପରି ଠିକ ରଖାଯାଇ ପାରିବ ସେ ସମ୍ପର୍କରେ ମନ୍ତବ୍ୟ ଦେବା ସହ ଗର୍ଭବତୀ ମାଆଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସମ୍ପର୍କିତ ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ |ଆଶା କର୍ମୀ ମାନେ ମଧ୍ୟ ସ୍ୱାସ୍ଥ୍ୟ ସମ୍ପର୍କିତ ବିଭିନ୍ନ ମତ ଉପସ୍ଥାପନ କରିଥିଲେ |ଶେଷରେ ଗ୍ରାମ ବାସୀ ମାନେ ମୁଖ୍ୟ ଅଧିକାରୀଙ୍କୁ ସ୍ୱାସ୍ଥ୍ୟ ସମ୍ପର୍କିତ ବିଭିନ୍ନ ପ୍ରଶ୍ନ ପଚାରିଥିଲେ |

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 7 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 17 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories