ଜଙ୍ଗଲ ନିଆଁ ସଚେତନ ରଥ ବୁଲିଲା

Udaya_Labanya | March 14, 2023 | 13 views |0 | Breaking News , District , ରାଜ୍ୟ ଖବର


ଫୁଲବାଣୀ (ସୁନୀଲ ପଟନାୟକ )
ଫୁଲବାଣୀ ଜଙ୍ଗଲ ଡିଭିଜନ ଅନ୍ତର୍ଗତ ଜି. ଉଦୟଗିରି ଜଙ୍ଗଲ ବିଭାଗ ପକ୍ଷରୁ ଜଙ୍ଗଲ କୁ ନିଆଁ ଦାଉରୁ ରକ୍ଷାକରିବା ଉଦେଶ୍ୟରେ ଏକ ସଚେତନତା ରଥ ର ଶୁଭାରଂଭ କରାଯାଇଛି l ଏହି ଅବସର ରେ ଜି. ଉଦୟଗିରି ବ୍ଲକ ଅଧ୍ୟକ୍ଷା ସୁଷମା ପ୍ରଧାନ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ lଅନ୍ୟ ମାନଙ୍କ ମଧ୍ୟରେ ରେଞ୍ଜର ମିନାକ୍ଷୀ ଗୁମୁରା ଙ୍କ ସମେତ ବିଭାଗୀୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ l ଗୋଟିଏ ପଟେ ଜି ଉଦୟଗିରି ରେଞ୍ଜ ଅନ୍ତର୍ଗତ କଳିଙ୍ଗା,ଓ ଅନ୍ୟାନ୍ୟ ଅଂଚଳ ରେ ଥିବା ଜଙ୍ଗଲରେ ନିଆଁ ଲାଗି ଜଙ୍ଗଲ ନଷ୍ଟ ହେଲାଣି l କର୍ମଚାରୀ ମାନେ ଜଙ୍ଗଲ ନିଆଁକୁ ଆୟତ କରିପାରୁନଥିବାବେଳେବିଭାଗ ଆରମ୍ଭ କରିଥିବା ଜନ ସଚେତନତା କେତେ ଦୁରପ୍ରଭାଵ ପକାଇବ ତାହା ପ୍ରଶ୍ନ ବାଚୀ ସୃଷ୍ଟିକରିଛି l

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 7 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 17 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories