ଶିକାରୀ ଗିରଫ , ଦେଶୀ ବନ୍ଧୁକ ସହ ବିଭିନ୍ନ ସାମଗ୍ରୀ ଜବତ

Udaya_Labanya | March 14, 2023 | 11 views |0 | Breaking News , Crime , District


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ରେଞ୍ଜ ଅଧିନସ୍ତ କରଡା ସଂରକ୍ଷିତ ଜଙ୍ଗଲ ର ମଙ୍ଗଳପୁର ନିକଟରେ ଶିକାର ପାଇଁ ତିନିଜଣ ଯାଉଥିବା ସମୟରେ ବନବିଭାଗ କର୍ମଚାରୀ ମାନେ ଖବର ପାଇ ଛକି ରହିଥିବା ବେଳେ ରବିବାର ସକାଳୁ ମୁଖ୍ୟ ଶିକାରୀ ମଙ୍ଗଳପୁର ଗ୍ରାମର ସଂଜୟ ପ୍ରଧାନ କୁ କାବୁ କରିବା ରେ ସକ୍ଷମ ହୋଇଥିବା ବେଳେ ଦୁଇ ସାଥୀ ଖସି ପଳାଇ ଥିଲେ।ଗିରଫ ଶିକାରୀ ଠାରୁ ଦେଶି ବନ୍ଧୁକ ସହ ଛେରା ଗୁଳି,ବାରୁଦ ଜବତ କରିଥିବା ବନ ବିଭାଗ ସୂଚନା ଦେଇଛି । ଜଙ୍ଗଲ ରେ ନିଆଁ ଲଗାଇ ବନ୍ୟଜନ୍ତୁ ଶିକାର କରୁଛନ୍ତି। ଏମାନେ ବାରହା ସନ୍ଧାନ ରେ ଯାଇ ଶିକାର କରିଥାନ୍ତେ। ଖସି ପଳାଇ ଥିବା ଦୁଇ ଜଣ କୁ ମଧ୍ୟ ଖୁବ ଶିଘ୍ର ଗିରଫ କରି କୋର୍ଟ ଚାଲାଣ କରାଯିବ ବୋଲି ରାଇକିଆ ରେଞ୍ଜର ମାଣିକେଶ୍ଵରୀ ପଟ୍ଟନାୟକ ପ୍ରକାଶ କରିଛନ୍ତି l

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 8 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 18 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories