ଶିକାରୀ ଗିରଫ , ଦେଶୀ ବନ୍ଧୁକ ସହ ବିଭିନ୍ନ ସାମଗ୍ରୀ ଜବତ

Udaya_Labanya | March 14, 2023 | 97 views |0 | Breaking News , Crime , District


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ରେଞ୍ଜ ଅଧିନସ୍ତ କରଡା ସଂରକ୍ଷିତ ଜଙ୍ଗଲ ର ମଙ୍ଗଳପୁର ନିକଟରେ ଶିକାର ପାଇଁ ତିନିଜଣ ଯାଉଥିବା ସମୟରେ ବନବିଭାଗ କର୍ମଚାରୀ ମାନେ ଖବର ପାଇ ଛକି ରହିଥିବା ବେଳେ ରବିବାର ସକାଳୁ ମୁଖ୍ୟ ଶିକାରୀ ମଙ୍ଗଳପୁର ଗ୍ରାମର ସଂଜୟ ପ୍ରଧାନ କୁ କାବୁ କରିବା ରେ ସକ୍ଷମ ହୋଇଥିବା ବେଳେ ଦୁଇ ସାଥୀ ଖସି ପଳାଇ ଥିଲେ।ଗିରଫ ଶିକାରୀ ଠାରୁ ଦେଶି ବନ୍ଧୁକ ସହ ଛେରା ଗୁଳି,ବାରୁଦ ଜବତ କରିଥିବା ବନ ବିଭାଗ ସୂଚନା ଦେଇଛି । ଜଙ୍ଗଲ ରେ ନିଆଁ ଲଗାଇ ବନ୍ୟଜନ୍ତୁ ଶିକାର କରୁଛନ୍ତି। ଏମାନେ ବାରହା ସନ୍ଧାନ ରେ ଯାଇ ଶିକାର କରିଥାନ୍ତେ। ଖସି ପଳାଇ ଥିବା ଦୁଇ ଜଣ କୁ ମଧ୍ୟ ଖୁବ ଶିଘ୍ର ଗିରଫ କରି କୋର୍ଟ ଚାଲାଣ କରାଯିବ ବୋଲି ରାଇକିଆ ରେଞ୍ଜର ମାଣିକେଶ୍ଵରୀ ପଟ୍ଟନାୟକ ପ୍ରକାଶ କରିଛନ୍ତି l

Share this

Related Posts

ଦାବି ପୂରଣ ନେଇ ପାଚିକା ସଂଘ ର୍…

Udaya_Labanya | September 27, 2023 | 2 views |0

ଫୁଲବାଣୀ - (ସୁନୀଲ ପଟ୍ଟନାୟକ)ସରକାର ପାଚିକା ଓ ସହାୟିକା ମାନଙ୍କୁ ବିଭିନ୍ନ୍ ସମୟରେ ଦରମା ବୃଦ୍ଧି କରିବାକୁ ପ୍ରତିଶ୍ରୁତି ଦେଇ ପରବର୍ତ୍ତୀ ସମୟରେ ପ୍ରତାରଣା କରୁଥିବା ରୁ ପାଚିକା ସଂଘ ପକ୍ଷ୍ୟରୁ ଫୁଲବାଣୀ ଠାରେ ବିଭିନ୍ନ୍ ଦାବି ପୂରଣ ନେଇ ରାଲି…

କନକ କୁମାର ମାଝୀ ନୂତନ ଟାଉନ୍ ଥାନା…

Udaya_Labanya | September 27, 2023 | 7 views | 0

ଫୁଲବାଣୀ (ସୁନୀଲ ପଟ୍ଟନାୟକ)କନକ କୁମାର ମାଝୀ ଫୁଲବାଣୀ ଟାଉନ୍ ଥାନା ର୍ ନୂତନ ଥାନା ଅଧିକାରୀ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି l ଫଳରେ ବିଭିନ୍ନ୍ ସଂଗଠନ ପକ୍ଷରୁ ନୂତନ ଥାନା ଅଧିକାରୀ ମାଝୀ ଙ୍କୁ ସ୍ୱାଗତ୍ ସମ୍ବର୍ଦ୍ଧନା ଦିଆଯାଇଥିଲା lଗୃହ…

Leave a Reply

Your email address will not be published. Required fields are marked *

Archives

Categories