ଅଷ୍ଟପ୍ରହରୀରେ ସମିତିସଭ୍ୟଙ୍କର ଯୋଗଦାନ

Udaya_Labanya | March 25, 2023 | 31 views |0 | District , ରାଜ୍ୟ ଖବର


ଚମ୍ପେଶ୍ୱର( ଉଲ୍ଲାପ୍ର )ବାଗଧରିଆ ଅଷ୍ଟପ୍ରହରୀରେ ସମିତି ସଭ୍ୟ ବିପିନ ପଣ୍ଡାଙ୍କର ଯୋଗଦାନ । ପ୍ରଭୁ ଙ୍କର ଏହି ଅପୂର୍ବ ଲୀଳା ରେ ଯୋଗଦେଇ ବିଭୁ କୃପା ଲାଭ କଲେ ସମିତି ସଭ୍ୟ ବିପିନ ବିହାରୀ ପଣ୍ଡା। ବାଗଧରିଆ ରେ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି ଅଷ୍ଟପ୍ରହରୀ । ଏହା ଶନିବାର ପର୍ଯ୍ୟନ୍ତ ଚାଲୁ ରହିବ। ଏହି କାର୍ଯ୍ୟକ୍ରମରେ ଚମ୍ପେଶ୍ୱର ପଂଚାୟତ ସମିତି ସଭ୍ୟ ବିପିନ ବିହାରୀ ପଣ୍ଡା,ବାଗଧରିଆ ଗ୍ରାମ୍ୟ ସଭାପତି କୁନା ବେହେରା, ସଂପାଦକ ପ୍ରଫୁଲ ବେହେରା, ଶିକ୍ଷକ ଅଶୋକ କୁମାର ବେହେରା, ଅଚ୍ୟୁତ ବେହେରା, ଚନ୍ଦ୍ରମଣି ବେହେରା, ଅଭିମନ୍ୟୁ ବେହେରା, ଅବସର ପ୍ରାପ୍ତ ଶିକ୍ଷକ ନିରଞ୍ଜନ ବେହେରା, ଅବସର ପ୍ରାପ୍ତ ଶିକ୍ଷକ ଚନ୍ଦ୍ର ଶେଖର ବେହେରା, ହିମାଂଶୁ ବେହେରାଙ୍କ ସମେତ ବାଗଧରିଆ ଗାଁର ମା ମାଉସୀ ମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Share this

Related Posts

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views |0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରକୃତି ମିତ୍ର…

Udaya_Labanya | June 8, 2023 | 8 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକରେ ଅବସ୍ଥାପିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି l ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସ୍ତରୀୟ ବିଶ୍ୱ ପରିବେଶ ଦିବସ…

Leave a Reply

Your email address will not be published. Required fields are marked *

Archives

Categories