ଫିରିଙ୍ଗିଆ ପୋଲିସ ଚଢ଼ାଉ ଦେଢ଼ କୁଇଣ୍ଟାଲ ରୁ ଊର୍ଧ୍ଵ ଗଂଜେଇଜବତ

Udaya_Labanya | April 15, 2023 | 34 views |0 | Breaking News , Crime , District


ଫୁଲବାଣୀ ସୁନୀଲ ପଟନାୟକ )
ବୁଧବାର ଫିରିଙ୍ଗିଆ ପୋଲିସ
କୁ ମିଳିଛି ବଡ଼ ସଫଳତା lକନ୍ଧମାଳ ଏସପି ଶୁଭେନ୍ଦୁ କୁମାର ପାତ୍ର ଙ୍କ ନିର୍ଦେଶ କ୍ରମେ ଫିରିଙ୍ଗିଆ ଥାନା ଅଧିକାରୀ ତପନ କୁମାର ନାହାକ ଙ୍କ ନେତ୍ତୃତ୍ଵରେ ପୋଲିସ ଟିମ ଉପର ବାଲିଘାଟ ପାଙ୍ଗା ଜଙ୍ଗଲ ରପୋଲ ନିକଟ ରେ ଚଢ଼lଉ କରି ଦେଢ଼ କୁଇଣ୍ଟାଲ ଗଂଜେଇ ଜବତ କରିଛି l ବହୁ ପରିମାଣ ର ଗଂଜେଇ ଚୋରା ଚାଲାଣ ପାଇଁ ପ୍ରସ୍ତୁତ ଚାଲିଥିବା ବେଳେ କୌଣସି ସୁତ୍ର ରୁ ଖବର ପାଇ ପୋଲିସ ଟିମ ଚଢ଼ାଉ କରି ଜବତକରିଥିଲେ l ତେବେ ପୋଲିସ ଟିମ କୁ ଦେଖି ୩ ଜଣ ଅଭିଯୁକ୍ତ ଘଞ୍ଚ ଜଙ୍ଗଲ ଭିତରକୁ ଚମ୍ପଟ ମାରି ଥିଲେ l
ଫିରିଙ୍ଗିଆ ପୋଲିସ ୫ ୬ /୨୩ ରେ ମାମଲା ରୁଜ୍ଜୁ କରିଥିବା ଥାନା ଅଧିକାରୀ ତପନ ନାହାକ କହିଛନ୍ତି l
ସେହିପରି ଫିରିଙ୍ଗିଆ ଥାନା ଅନ୍ତର୍ଗତ ବିଭିନ୍ନଜଙ୍ଗଲ ରେ ଅତର୍କିତ ଚଢ଼ାଉ କରି ବେଆଇନ ଗଂଜେଇ ଚାଷ ନଷ୍ଟ କରି ଥିଲା ପୋଲିସ l
ଥାନା ଅଧିକାରୀ ତପନ ନାହାକ ଥାନା ଅଧିକାରୀ ଭାବେ ଯୋଗ ଦେବାପର ଠାରୁ ରୀତିମତ ଗଂଜେଇ ମାଫିଆ ଙ୍କୁ ସା ବାଡ଼ କରିବାରେ ସଫଳ ହୋଇଛନ୍ତି ଫଳରେ ଅଂଚଳରେକୋକୁଆ ଭୟ ସୃଷ୍ଟିହୋଇଛି lତେବେ ଜଙ୍ଗଲ ମଧ୍ୟକୁ ଚମ୍ପଟ ମାରିଥିବା ଅଭିଯୁକ୍ତ ମାନକୁ ଅତିଶୀଘ୍ର ଗିରଫ କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଥାନାଧିକାରୀ ନାହାକ ସୂଚନା ଦେଇଛନ୍ତି l ଗତ ୩ ମାସ ମଧ୍ୟରେ ଫିରିଙ୍ଗିଆ ପୋଲିସ ବିଭିନ୍ନ ସ୍ଥାନ ରେ ଚଢ଼ାଉ କରି ଶହେ କୁଇଣ୍ଟାଲ ରୁ ଉର୍ଦ୍ଧ ଗଂଜେଇ ଜବତ କରି ନିଜର ଦକ୍ଷତା ପ୍ରମାଣିତ କରିଛି l

Share this

Related Posts

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views |0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରକୃତି ମିତ୍ର…

Udaya_Labanya | June 8, 2023 | 8 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକରେ ଅବସ୍ଥାପିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି l ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସ୍ତରୀୟ ବିଶ୍ୱ ପରିବେଶ ଦିବସ…

Leave a Reply

Your email address will not be published. Required fields are marked *

Archives

Categories